ଏମ୍ସ ଭୁବନେଶ୍ୱର ପକ୍ଷରୁ ଏନଏସଏସ ମହିଳା ସ୍ବେଚ୍ଛାସେବୀଙ୍କ ପାଇଁ ସ୍ବତନ୍ତ୍ର ସିପିଆର୍ ତାଲିମ କର୍ମଶାଳା
ଭୁବନେଶ୍ୱର : ବର୍ତ୍ତମାନ ସମୟରେ ସମଗ୍ର ଦେଶରେ ହୃଦ୍ ରୋଗ ମୃତ୍ୟୁର ମୁଖ୍ୟ କାରଣ ଭାବେ ଉଭା ହୋଇଛି। ତୁରନ୍ତ ଚିକିତ୍ସା ସେବା ଉପଲବ୍ଧ ହେବା ପର୍ଯ୍ୟନ୍ତ ମସ୍ତିଷ୍କକୁ ଜୀବିତ ରଖିବା ନିମନ୍ତେ ଉକ୍ତ ସ୍ଥାନରେ ଉପସ୍ଥିତ ବ୍ୟକ୍ତିଙ୍କ ଭୂମିକା (ଜୀବନ ରକ୍ଷାକାରୀ) ଗୁରୁତ୍ୱପୂର୍ଣ୍ଣ ହୋଇଯାଏ।…
Read More...
Read More...