ମୁମ୍ବାଇ,୧୨।୯(ବ୍ୟୁରୋ):ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଆଉ ଜଣେ ଡ୍ରଗ୍ସ ବ୍ୟବସାୟୀଙ୍କୁ ଶନିବାର ଗିରଫ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି)। ସେ ହେଲେ କରନଜିତ। ତାଙ୍କୁ ମୁମ୍ବାଇସ୍ଥିତ ବାନ୍ଦ୍ରା ଅଞ୍ଚଳରୁ ଗିରଫ କରାଯାଇଛି। ଏ ନେଇ ଏନସିବିର ଯୁଗ୍ମ ନିର୍ଦ୍ଦେଶକ ସମୀର ୱାଙ୍ଖଡେ ସୂଚନା ଦେଇଛନ୍ତି। କରଞ୍ଜିତଙ୍କୁ ଦକ୍ଷିଣ ମୁମ୍ବାଇର ଏନସିବି କାର୍ଯ୍ୟାଳୟକୁ ଅଣାଯାଇ ତାଙ୍କୁ ଅଧିକ ପଚରାଉଚରା ଚାଲିଛି ବୋଲି ଏନସିବି ଅଧିକାରୀ କହିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କୁ ଏନସିବି ଗିରଫ କରିସାରିଛି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
