ନୂଆଦିଲ୍ଲୀ,୧୩/୯(ଓଡ଼ିଆ ନ୍ୟୁଜ): କରୋନା ଆକ୍ରାନ୍ତ ଆରୋଗ୍ୟ ହେବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କରୋନା ପରବର୍ତ୍ତୀ ପରିଚାଳନା ନେଇ ନୂଆ ଗାଇଡ଼ଲାଇନ ଜାରି କରାଯାଇଛି। କରୋନାରୁ ସୁସ୍ଥ ପରେ ପ୍ରତ୍ୟେହ ହାଲୁକା ବ୍ୟାୟାମ କରିବା, ସାମର୍ଥ୍ୟ ଅନୁଯାୟୀ ଯୋଗାସନ, ପ୍ରାଣାୟମ ଓ ଧ୍ୟାନ କରିବା, ପ୍ରାତଃ ଓ ସନ୍ଧ୍ୟା ଭ୍ରମଣ ସହ ତଟକା ଖାଦ୍ୟ ଖାଇବା, ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଆୟୂଷ ମେଡ଼ିସିନ ନେବେ, ନିୟମିତ ଚୱନପ୍ରାଶ ଖାଇବା, ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ପାଳନ ସହ ଉଷୁମ ପାଣି ପିଇବା, ଧୂମ୍ରପାନ ଓ ମଦ୍ୟପାନ ଠାରୁ ଦୂରେଇ ରହିବାକୁ ପରାମର୍ଶ, ସ୍ୱାସ୍ଥ୍ୟର ସାମର୍ଥ୍ୟ ଅନୁସାରେ ଘର ଓ କାର୍ଯ୍ୟାଳୟରେ କାମ କରିବେ, ପ୍ରତିଦିନ ଶରୀରର ତାପମାତ୍ରା, ରକ୍ତଚାପ ଓ ମଧୁମେହ ପରୀକ୍ଷା କରିବାକୁ ମଧ୍ୟ ଗାଇଡ଼ଲାଇନରେ ଉଲ୍ଲେଖ ରହିଛି।
Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା