ମୁମ୍ବଇ : ଡ୍ରଗ୍ସ ମାମଲାରେ ସଂପୃକ୍ତି ଥିବା ହେତୁ ଜେଲରେ ଥିବା ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଜାମିନ୍ ମିଳିଛି। ବମ୍ବେ ହାଇକୋର୍ଟ ରିୟାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ରିୟା ଚକ୍ରବର୍ତ୍ତୀଙ୍କ ବ୍ୟତୀତ ଦୀପେଶ ସାୱନ୍ତ ଏବଂ ସାମୁଏଲ ମିରାଣ୍ଡାଙ୍କୁ କୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି। ମାତ୍ର ରିୟାଙ୍କ ଭାଇ ସୌଭିକଙ୍କ ଜାମିନ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି।
Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
