ଭଦ୍ରକ ,୨୩।୧: ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ନକଲି ଜର୍ଦ୍ଦା କାରଖାନା ଠାବ ହୋଇଛି। ତେବେ ପୋଲିସ ଆଖିରେ ଧୂଳି ଦେଇ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।
ସୂଚନାନୁଯାୟୀ, ପୁରୁଣାବଜାର ଥାନା ଅନ୍ତର୍ଗତ ଛଡ଼ାକମହଲା ଅଞ୍ଚଳରେ ଏକ ଘରେ ନକଲି ଜର୍ଦ୍ଦା କାରଖାନା ଚାଲୁଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ରାତିରେ ପୁରୁଣାବଜାର ପୋଲିସର ଏକ ଟିମ ଚଢ଼ାଉ କରି, ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା, ବିଭିନ୍ନ ନାମୀଦାମୀ କମ୍ପାନୀର ଲୋଗୋ, ଯନ୍ତ୍ରାଂଶ ସହ ଏଥିରେ ବ୍ୟବହୃତ ଅନେକ ସାମଗ୍ରୀ ଜବତ କରିଛି। ମାତ୍ର ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ ହୋଇଥିବା ଜଣାପଡିଛି।
Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
