banner
Breaking

ପଣା ସ°କ୍ରାନ୍ତି ପାଇଁ ବିଏମସିର କଟକଣା ଜାରି।

0

ଭୁବନେଶ୍ୱର,୧୩/୪(ଓଡ଼ିଆ ନ୍ୟୁଜ) : ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରକାର କଟକଣା ଲାଗୁ କରାଯାଇଛି। ପଣାସଂକ୍ରାନ୍ତି ପାଳନକୁ ନେଇ ବିଏମସି ପକ୍ଷରୁ କଟକଣା ଜାରି କରାଯାଇଛି। ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ କହିଛନ୍ତି, ମନ୍ଦିରରେ ପଣାସଂକ୍ରାନ୍ତି ପାଳନ ଲାଗି ବାରଣ କରାଯାଇଛି। କେବଳ ପୂଜକମାନେ ପୂଜାର୍ଚ୍ଚନା କରିପାରିବେ। ମାତ୍ର ମନ୍ଦିରରେ ପଣା ପିଇବାକୁ ବାରଣ କରାଯାଇଛି। ଏହାସହ ସର୍ବସାଧାରଣ ସ୍ଥାନରେ ପଣାସଂକ୍ରାନ୍ତି ପାଳନକୁ ମନା କରାଯାଇଛି ବୋଲି ବିଏମସି କମିଶନର କହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.