ଭୁବନେଶ୍ୱର,୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଦୀପ୍ତଙ୍କ ସ୍ତ୍ରୀ କମଳା ନାୟକଙ୍କ ସହ ଫୋନରେ କଥା ହୋଇଥିଲେ। ଏପରି କି ମୋଦି ରାଜ୍ୟସଭା ସଦସ୍ୟ ରଘୁନାଥ ମହାପାତ୍ରଙ୍କ ମଧ୍ୟ ସ୍ବାସ୍ଥ୍ୟାବସ୍ଥା ବୁଝଛନ୍ତି। ମୋଦି ରଘୁନାଥ ମହାପାତ୍ରଙ୍କ ପୁଅଙ୍କ ସହ କଥା ହୋଇଛନ୍ତି ।
ସୂଚନାଯୋଗ୍ୟ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଏବଂ ରାଜ୍ୟ ସଭା ସଦସ୍ୟ ରଘୁନାଥ ମହାପାତ୍ର କରୋନାରେ ଆକ୍ରନ୍ତ ହୋଇ ଗୁରୁତର ଅବସ୍ଥାରେ ବର୍ତ୍ତମାନ ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ମୋଦି ଉଭୟ ନେତାଙ୍କ ଚିକିତ୍ସା ପାଇଁ ସମସ୍ତ ସୁବିଧା ଯୋଗାଇ ଯୋଗାଇଦେବାକୁ ପରିବାର ଲୋକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।
Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
