banner
Breaking

ଢେ଼ଙ୍କାନାଳରେ ସ୍ମାର୍ଟ କାର୍ଡ ବଣ୍ଟନ

0

ଢେଙ୍କାନାଳ ,୨୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଢେଙ୍କାନାଳ ଗସ୍ତରେ ଆସି ମିନି ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି କାର୍ଡ ବଣ୍ଟନ କରିଥିଲେ। ଏଥିସହିତ ୮୮୦ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପଣ କରିଛନ୍ତି। ଏହି ଯୋଜନା ସମଗ୍ରଦେଶ ପାଇଁ ଏକ ମାଇଲଖୁଣ୍ଟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପୂର୍ତ୍ତ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ କୁମାର ମଲିକ, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ଏମ୍‌ପି ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ, ଡା. ନୃସିଂହ ଚରଣ ସାହୁ, ବିଧାୟିକା ସୀମାରାଣୀ ନାୟକ, ଏବଂ ୫-ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ।

Khansweb Solution Bhubaneswar

Leave A Reply

Your email address will not be published.