ଭୁବନେଶ୍ୱର,୪।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶର ଆଜି ଚତୁର୍ଥ ଦିନ। ଆଜି ବି ବିଧାନସଭା ଆରମ୍ଭରୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।
ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି।
କଳାହାଣ୍ଡି ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ସିବିଆଇ ତଦନ୍ତ ଏବଂ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଗୃହ ଆରମ୍ଭରୁ ବିରୋଧୀ ପ୍ରବଳ ହୋ ହଲ୍ଲା କରିଛନ୍ତି। ତେବେ ବିରୋଧୀ ଗୃହରେ ଘଣ୍ଟ ବଜାଇବା ସହ ପ୍ଲାକାର୍ଡ ପ୍ରଦର୍ଶନ କରିଛନ୍ତି। କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଗୃହରେ ପୂଜକ ବେଶରେ ଗଙ୍ଗାଜଳ ଛିଞ୍ଚିଛନ୍ତି।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
