ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ତାରିଖ ଖୁବ୍ଶୀଘ୍ର ଘୋଷଣା ହୋଇପାରେ। ପଞ୍ଚାୟତ ନିର୍ବାଚନ ପାଇଁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ହୋଇସାରିଛି। ୯୧, ୯୧୩ ଓ୍ବାର୍ଡ, ୬୭୯୪ ପଞ୍ଚାୟତରେ ନିର୍ବାଚନ ହେବ। ରାଜ୍ୟରେ ୮୫୩ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ ହେବ। ତେବେ ନିର୍ବାଚନ ପାଇଁ ଆବଶ୍ୟକ ବାଲାଟ ବାକ୍ସ ସଂଗ୍ରହ କରାଯାଇଛି। ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।
Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
