banner
Breaking

ବଢୁଛି କରୋନା ମୃତକଙ୍କ ସ°ଖ୍ୟା, ଆଜି ୧୦ ମୃତ୍ୟୁ

0

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୦୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଧରଗଡ଼ ଜିଲାରୁ ୪ ଜଣ ଲେଖାଏ ରହିଥିବା ବେଳେ ଅନୁଗୋଳ ଏବଂ କନ୍ଧମାଳ ଜିଲାରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି ରାଜ୍ୟରେ ୭୪୨୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.