banner
Breaking

ଭାରତ ପାକିସ୍ତାନ ମ୍ୟାଚ ପାଇଁ ଟିକେଟ ଶେଷ

1

ନୂଆଦିଲ୍ଲୀ : ଟି-୨୦ ବିଶ୍ୱକପ ୨୦୨୨ରେ ୨୩ ଅକ୍ଟୋବରରେ ହେବାକୁ ଥିବା ହେବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚର ସମସ୍ତ ଟିକେଟ ବିକ୍ରି ହୋଇସାରିଛି। ଆଇସିସିର ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି। ଆଇସିସି କହିଛି, ଅକ୍ଟୋବର ୨୩ରେ ମେଲବର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରେ ହେବାକୁ ଥିବା ଭାରତ ବନାମ ପାକିସ୍ତାନ ମ୍ୟାଚ ପାଇଁ ସମସ୍ତ ଟିକେଟ ବିକ୍ରି ହୋଇଛି। ଟିକେଟ୍‌ ବିକ୍ରୟ ଆରମ୍ଭ ହେବା ମାତ୍ରେ ଏହି ହାଇଭୋଲଟେଜ୍‌ ମ୍ୟାଚ ପାଇଁ ଷ୍ଟାଣ୍ଡିଂ ରୁମ ଟିକେଟ ମଧ୍ୟ କିଛି ମିନିଟ ମଧ୍ୟରେ ବିକ୍ରି ହୋଇଯାଇଥିଲା। ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ ପାଇଁ ଏପର୍ଯ୍ୟନ୍ତ ୫ ଲକ୍ଷରୁ ଅଧିକ ଟିକେଟ ବିକ୍ରି ହୋଇଥିବାର ଆଇସିସି ସୂଚନା ଦେଇଛି। ଭାରତ ଏବଂ ଗ୍ରୁପ ଏ ରନର୍‌ ଅପ ମଧ୍ୟରେ ସୁପର-୧୨ ରାଉଣ୍ଡ ମ୍ୟାଚ ପାଇଁ ସମସ୍ତ ଟିକେଟ ବିକ୍ରି ହୋଇସାରିଛି

Khansweb Solution Bhubaneswar
1 Comment
  1. mitolyn reviews says

    **mitolyn reviews**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.