ଭୁବନେଶ୍ବର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ୫ଟାରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ବୈଠକରେ ଯୋଗେ ଦେବେ। ଏହି ବୈଠକରେ କ୍ୟାବିନେଟର ୧୦ରୁ ଅଧିକ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ ବୋଲି ଜଣାପଡିଛି।




