banner
Breaking

ବଢ଼ିବ ଶୀତ

1

ଭୁବନେଶ୍ୱର : ରାଜ୍ୟରେ ଆରମ୍ଭ ହୋଇଛି ଶୀତର ପ୍ରକୋପ । ପାରଦ ତଳମୁହାଁ ହେବା ଯୋଗୁ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସକୁ ଖସିଛି। ୬ଟି ସହରର ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ତଳେ ରହିଛି। ତେବେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ସର୍ବନିମ୍ନ ତାପମାତ୍ରା ୩ରୁ ୪ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Khansweb Solution Bhubaneswar
1 Comment
  1. mitolyn official says

    **mitolyn official**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.