ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।

**mitolyn**
Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.