ଭୁବନେଶ୍ୱର: ବିଜୁ ଜନତା ଦଳର ଖୋର୍ଦ୍ଧା ଜିଲ୍ଲା କମିଟିର ଉପସଭାପତି ଭାବେ ସୂର୍ଯ୍ୟକାନ୍ତ ନନ୍ଦ ପୁନଃମନୋନୀତ ହୋଇଛନ୍ତି । ଶ୍ରୀ ନନ୍ଦ ତାଙ୍କ ଉପରେ ଦଳର ନେତୃବୃନ୍ଦ, ମାନ୍ୟବର ସଭାପତି ଶ୍ରୀ ନବୀନ ପଟ୍ଟନାୟକ, ରାଜ୍ୟ ସାଂଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ଖୋର୍ଦ୍ଧା ଜିଲ୍ଲା ସଭାପତି ବିଭୂତି ଭୁଷଣ ବଳବନ୍ତରାୟ ଭରସା କରି ପୁନଃ ମନୋନୀତ କରିବାରୁ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିଛନ୍ତି । ଆଗାମି ଦିନରେ ରାଜ୍ୟରେ ବିଜୁ ଜନତା ଦଳ କିପରି ଆହୁରି ସୁଦୃଢ ହେବ ଏବଂ ଅଧିକରୁ ଅଧିକ ଲୋକାଭିମୁଖି ହୋଇପାରିବ ସେ ନେଇ କାର୍ଯ୍ୟ କରିବେ ବୋଲି ଶ୍ରୀ ନନ୍ଦ ଜଣାଇଛନ୍ତି ।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
