ଭୁବନେଶ୍ବର,୨୪।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକରେ ମୋଟ୍ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୨୩-୩୩ ପର୍ଯ୍ୟନ୍ତ ହକି ଟିମ ପାଇଁ ଓଡ଼ିଶା ପ୍ରାୟୋଜକ ରହିବ । ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ଏଥିସହ ୬ ଲେନ ବିଶିଷ୍ଟ କଟକ ରିଙ୍ଗ ରୋଡ ଆହୁତ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ସେହିପରି ଓଡ଼ିଶା ଇଭି ପଲିସି-୨୦୨୧ର ସଂଶୋଧନ, ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ଆର୍ଥିକ ସହାୟତା ଓ ଓବିସି କମିଶନ ସଂଶୋଧନ ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
