banner
Breaking

ତିନିଜଣ ନେତାଙ୍କୁ ନୂଆ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ

0

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦଳର ଯୁବନେତାଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବତନ ମନ୍ତ୍ରୀ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ସାଧାରଣ ସମ୍ପାଦକ(ସଂଗଠନ) ଏବଂ ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାସବର୍ମାଙ୍କୁ ସାଧାରଣ ସମ୍ପାଦକ(ମୁଖ୍ୟାଳୟ) ଦାୟିତ୍ୱ ପ୍ରଦାନ କରିଛନ୍ତି। ଅପରପକ୍ଷେ ପୂର୍ବତନ ମନ୍ତ୍ରୀ ତଥା ଆଳି ବିଧାୟକ ପ୍ରତାପ କେଶରୀ ଦେବଙ୍କୁ ବିଜେଡିର ସାଂଗଠନିକ ନିର୍ବାଚନ ନିମନ୍ତେ ରାଜ୍ୟ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ମିଳିଛି।

Khansweb Solution Bhubaneswar

Leave A Reply

Your email address will not be published.