ମୁମ୍ବାଇ,୧୮।୧: ବଲିଉଡ୍ ଅଭିନେତ୍ରୀ ସବାନା ଆଜମି ଏକ ଦୁର୍ଘଟଣାରେ ଆହତ ହୋଇଥିବା ସୂଚନା ମିଳିଛି। ମୁମ୍ବାଇ-ପୁନେ ଏକ୍ସପ୍ରେସଓ୍ବେର କାହଲପୁରଠାରେ ତାଙ୍କ କାର୍ ଦୁର୍ଘଟଣା ହେବା ସହ ସେ ଓ ତାଙ୍କ ଡ୍ରାଇଭର ଏଥିରେ ଆହତ ହୋଇଛନ୍ତି। ସେଥିରେ ତାଙ୍କ ସ୍ବାମୀ ଜାଭେଦ ଅଖତର ଥିଲେ ମଧ୍ୟ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପୁନେରୁ ମୁମ୍ବାଇ ଯାଇଥିବା ବେଳେ ତାଙ୍କ କାର୍ ଏକ ଟ୍ରକ୍ ସହ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି। ଆହତଙ୍କୁ ଏମ୍ ଜିଏମ୍ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Breaking
ଚନ୍ଦ୍ରଶେଖରପୁରରେ ମହାଆଡମ୍ବରରେ ପାଳିତ ହେବ ଶ୍ରୀରାମ ନବମୀ ଉତ୍ସବଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛି
