ଭୁବନେଶ୍ଵର: କରୋନା ଭୂତାଣୁର ମୁକାବିଲା କରିବା ପାଇଁ ନେତା, ଅଭିନେତା, କ୍ରୀଡ଼ାବିତ, ବ୍ୟାବ୍ୟସାୟିକ ଅନୁଷ୍ଠାନଠାରୁ ଆରମ୍ଭ କରି ସରକାରୀ କର୍ମଚାରୀ ପର୍ଯ୍ୟନ୍ତ ସମସ୍ତେ ସହାୟତାର ହାତ ବଢ଼ାଉଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ସଞ୍ଜୟ କୁମାର ଦାସ ବର୍ମା ଲୋକ ସେବା ଭବନରେ ତାଙ୍କର ୩ ମାସର ପେନସନ ରାଜ୍ୟ ସରକାରଙ୍କୁ ଦାନ କରିଛନ୍ତି।
Breaking
ଷ୍ଟ୍ରଙ୍ଗରୁମରେ ପହଁଚିଲା ଇଭିଏମ ଓ ଭିଭିପ୍ୟାଟ ୨୪ ଘଣ୍ଟିଆ ସୁରକ୍ଷା ସହ ସିସିଟିଭି ବ୍ୟବସ୍ଥାସରପଞ୍ଚ ଏବଂ ଶିକ୍ଷକଙ୍କୁ ମିଳିବ ଅବଦୁଲ କାଲାମ ଆୱାର୍ଡ଼ଆଇ ଆଇ ଏମଟି ରେ ଆର୍ଥିକ ବିନିଯୋଗରେ ସମୀକ୍ଷା ଏବଂ ବ୍ୟବସାୟିକ ବିଶ୍ଳେଷଣତା ଉପରେ ଆନ୍ତର୍ଜାତିକ ସମ୍ମିଳନୀଡଲାର ବିଗ୍ବସ୍’ର ନୂତନ ଟେଲିଭିଜନ ବିଜ୍ଞାପନ ଅଭିଯାନ ଆରମ୍ଭଇଞ୍ଜଣା ଜରିପାଟଣା ରାସ୍ତାର ଭିିତ୍ତିପ୍ରସ୍ତର ସ୍ଥାପନ ଓ ମିଶନ ଶକ୍ତି ଗୃହ ଉଦ୍ଘାଟନ