ଭୁବନେଶ୍ଵର,୨୧/୪(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୫ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ପଜିଟିଭଙ୍କ ସଂଖ୍ୟ ୮୨ରେ ପହଞ୍ଚିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦେଇଛି । ସମସ୍ତ ତିନିଜଣ ଭଦ୍ରକର ବୋଲି ଜଣାପଡିଛି। ଏମାନଙ୍କର କଲିକତା ଲିଙ୍କ ରହିଛି।
Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
