banner
Breaking

୧୭ ରୁ ଏମସ୍ ଓପିଡି ବନ୍ଦ

0

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଭୁବନେଶ୍ୱର ଏମ୍‌ସର ଓପିଡି ଆସନ୍ତା ୧୭ରୁ ବନ୍ଦ ହେବା ନେଇ ଘୋଷଣା ହୋଇଛି। ଏମ୍‌ସର କିଛି ଅଧିକାରୀ ଓ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଛି। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରୀକାଳୀନ ସେବା ଚାଲୁରହିବ। ଏ ନେଇ ଭୁବନେଶ୍ୱର ଏମ୍‌ସ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

Khansweb Solution Bhubaneswar

Leave A Reply

Your email address will not be published.