banner
Breaking

ଏମ୍ସ ଭୁବନେଶ୍ୱରରେ କାର୍ଯ୍ୟକାରୀ ହେଲା ଅତ୍ୟାଧୁନିକ ନ୍ୟୁରୋମଡ୍ୟୁଲେସନ୍ ସେବା କେନ୍ଦ୍ର

19

ଭୁବନେଶ୍ୱର, : ମାନସିକ ସ୍ୱାସ୍ଥ୍ୟସେବାକୁ ଆଗକୁ ବଢାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଏମ୍ସ ଭୁବନେଶ୍ୱର ମାନସିକ ରୋଗ ବିଭାଗ ପକ୍ଷରୁ ଏକ ଅତ୍ୟାଧୁନିକ ନ୍ୟୁରୋମଡ୍ୟୁଲେସନ୍ ସେବା କେନ୍ଦ୍ର ଆରମ୍ଭ କରାଯାଇଛି। ଏହି ଗୁରୁତ୍ବପୂର୍ଣ୍ଣ ପଦକ୍ଷେପର ଲକ୍ଷ୍ୟ ହେଉଛି ଅତ୍ୟାଧୁନିକ, ନନ୍-ଇନ୍ଭେସିଭ ବ୍ରେନ୍ ସ୍ଟିମୁଲେସନ୍ ଥେରାପୀ ଚିକିତ୍ସା ପ୍ରଦାନ କରି, ଔଷଧ ପ୍ରତିରୋଧୀ ଏବଂ ଚିକିତ୍ସା କରିବାକୁ କଷ୍ଟକର ମାନସିକ ରୋଗରେ ପୀଡ଼ିତ ରୋଗୀଙ୍କ ପାଇଁ ଏକ ନୂତନ ଆଶା ସଂଚାର କରିବା।
ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଏହି ବ୍ୟବସ୍ଥାକୁ ଉଦ୍ଘାଟନ କରିଥିଲେ। ଏହି ନ୍ୟୁରୋମଡ୍ୟୁଲେସନ୍ କେନ୍ଦ୍ରର ଶୁଭାରମ୍ଭ ଏମ୍ସ ଭୁବନେଶ୍ୱର ପାଇଁ ଏକ ବିଶେଷ ସଫଳତା। ଏହା ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟର ଲୋକଙ୍କ ପାଇଁ ସର୍ବଶେଷ ଏବଂ ପ୍ରଭାବଶାଳୀ ଚିକିତ୍ସା ପ୍ରଯୁକ୍ତିବିଦ୍ୟା ଆଣିଛି। ମାନସିକ ସ୍ବାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଏହି ବ୍ୟବସ୍ଥା ଏମ୍ସ ଭୁବନେଶ୍ୱରର ପ୍ରତିବଦ୍ଧତାକୁ ସଫଳତାର ସହିତ ପ୍ରତିଫଳିତ କରିବା ନେଇ ମତବ୍ୟକ୍ତ କରିଥିଲେ ଡ. ବିଶ୍ୱାସ।
କାର୍ଯ୍ୟକାରୀ ହୋଇଥିବା ନୂତନ କେନ୍ଦ୍ରଟି ଉନ୍ନତ ନ୍ୟୁରୋମଡ୍ୟୁଲେସନ୍ ପ୍ରଯୁକ୍ତିବିଦ୍ୟା ସହିତ ସଜ୍ଜିତ, ଯେଉଁଥିରେ ରିପିଟିଟିଭ୍ ଟ୍ରାନ୍ସକ୍ରାନିଏଲ୍ ମ୍ୟାଗ୍ନେଟିକ୍ ଷ୍ଟିମୁଲେସନ୍(ଆର୍ଟିଏମଏସ) ୟୁନିଟ୍, ଅଲ୍ଟ୍ରା-ବ୍ରିଫ୍ ପଲ୍ସ ଇସିଟି ୟୁନିଟ୍ ଏବଂ ଟ୍ରାନ୍ସକ୍ରାନିଏଲ୍ ଇଲେକ୍ଟ୍ରିକାଲ୍ ଷ୍ଟିମୁଲେସନ୍ (ଟିଇଏସ୍) ଅନ୍ତର୍ଭୁକ୍ତ। ଏହି ନନ୍-ଇନ୍ଭେସିଭ କୌଶଳଗୁଡ଼ିକ ନିର୍ଦ୍ଦିଷ୍ଟ ବ୍ରେନ୍ ସର୍କିଟରେ କାର୍ଯ୍ୟକଳାପକୁ ନିୟନ୍ତ୍ରିତ କରି କାର୍ଯ୍ୟ କରେ। ଏହି କେନ୍ଦ୍ର ବିଭିନ୍ନ ମାନସିକ ସ୍ୱାସ୍ଥ୍ୟ ବ୍ୟାଧି, ମାଦକ କିମ୍ବା ନିଶା ଦ୍ରବ୍ୟ ସେବନଜନିତ ବ୍ୟାଧି ଏବଂ ନ୍ୟୁରୋସାଇକିଆଟ୍ରିକ୍ ଅବସ୍ଥା ପାଇଁ ବିଶେଷ ଚିକିତ୍ସା ପ୍ରଦାନ କରିବ। କେବଳ ମସ୍ତିଷ୍କର ପ୍ରଭାବିତ ଅଞ୍ଚଳଗୁଡ଼ିକ ଉପରେ ଧ୍ୟାନ ଦେଇ, ଏହି ଚିକିତ୍ସା ପ୍ରଣାଳୀ ପାରମ୍ପରିକ ଚିକିତ୍ସା ପଦ୍ଧତି ଅପେକ୍ଷା ଅଧିକ ସଠିକ୍ ଏବଂ ଗ୍ରହଣୀୟ ବିକଳ୍ପ ପ୍ରଦାନ କରେ। ଯାହା ଦ୍ରୁତ ଆରୋଗ୍ୟ ଏବଂ ଉତ୍ତମ ଫଳାଫଳରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ।
ଉଦ୍ଘାଟନ ଉତ୍ସବରେ ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନର ବରିଷ୍ଠ ଅଧିକାରୀ ଏବଂ ଅଧ୍ୟାପକମାନଙ୍କ ସମେତ ଡିନ୍ ଡ. ପ୍ରଶାନ୍ତ ଆର. ମହାପାତ୍ର, ମେଡିକାଲ୍ ଅଧୀକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, ଡିଡିଏ ଲେଫ୍ଟନାଣ୍ଟ କର୍ଣ୍ଣେଲ ଅଭିଜିତ ସରକାର, ମାନସିକ ରୋଗ ବିଭାଗ ମୁଖ୍ୟ ଡ. ବିଶ୍ୱ ରଞ୍ଜନ ମିଶ୍ର, ଡ. ଏସ୍ କେ ପାଢୀ, ଡ. ଦେବଦତ୍ତା ମହାପାତ୍ର, ଡ. ଶ୍ରୀ ମିଶ୍ର, ଡ. ଅର୍ପିତ ପରମାର, ଡ. ଅମ୍ବିକା ସୁଂଦାସ, ଭେଷଜ ବିଭାଗର ଡ. ଶ୍ରୀକାନ୍ତ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।
ପାରମ୍ପରିକ ଚିକିତ୍ସା ପଦ୍ଧତି ମାଧ୍ୟମରେ ବିଭିନ୍ନ ମାନସିକ ବ୍ୟାଧିରୁ ଆରାମ ପାଇବା ପାଇଁ ସଂଘର୍ଷ କରୁଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଏହି ଅତ୍ୟାଧୁନିକ ଚିକିତ୍ସା ବ୍ୟବସ୍ଥା ବେଶ୍ ପ୍ରଭାବଶାଳୀ ହେବା ସହିତ ଏକ ନୂତନ ସମ୍ଭାବନା ପ୍ରଦାନ କରିବା ନେଇ ଆଶାବ୍ୟକ୍ତ କରିଛନ୍ତି ବିଭାଗୀୟ ମୁଖ୍ୟ ଡ. ବିଶ୍ୱ ରଞ୍ଜନ ମିଶ୍ର।
ଏମ୍ସ ଭୁବନେଶ୍ୱରରେ ଏହି ନ୍ୟୁରୋମଡ୍ୟୁଲେସନ୍ ସେବା କେନ୍ଦ୍ର କାର୍ଯ୍ୟକ୍ଷମ ହେବା ସହିତ, ପୂର୍ବ ଭାରତରେ ଉପଲବ୍ଧ ମାନସିକ ଚିକିତ୍ସାର ଗୁଣବତ୍ତା ଏବଂ ପରିସରକୁ ବୃଦ୍ଧି କରି କ୍ଲିନିକାଲ୍ ଯତ୍ନ ଏବଂ ଗବେଷଣା ଭଳି ଉଭୟ କ୍ଷେତ୍ରରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଆଶା ପ୍ରକାଶ ପାଇଛି।

Khansweb Solution Bhubaneswar
19 Comments
  1. au88link says

    Alright mates, checking out au88link! Heard some good things, hoping for some solid payouts. Wish me luck! au88link

  2. 7788bet3 says

    Been lookin’ for a new spot to try my luck and 7788bet3 might just be it. Interface seems clean, hope the payouts are quick! Give it a shot 7788bet3

  3. pg88game says

    Played around on pg88game for a bit. The graphics are pretty sweet, and it runs smoothly on my phone. Definitely one to add to your list if you’re looking for something new. pg88game

  4. vn123bet says

    VN123bet seems decent, good enough selection of games to keep you happy. I’ve been making decent profits over here! vn123bet

  5. w88vin says

    W88vin, I’ve been hearing more and more about this site. I need to check it out, heard they have great promotions! Check it out with w88vin

  6. okpun says

    The launch of this neuromodulation center at EMS Bhubaneswar represents a significant advancement in mental healthcare. Bringing RTMS, tDCS, and ultrabrief pulse ECT together offers hope for treatment-resistant conditions. Just as accessible gaming platforms like okpun download prioritize user experience, this center’s non-invasive approach makes advanced neurological treatments more approachable for patients across Odisha.

  7. prostafense says

    **prostafense**

    ProstAfense is a premium, doctor-crafted supplement formulated to maintain optimal prostate function, enhance urinary performance, and support overall male wellness.

  8. jili188 casino says

    Jili188 casino is a solid choice if you are looking for entertainment. Good variety of games and the interface is user-friendly. Check it out! Don’t wait! Just do it! jili188 casino

  9. okbet agent says

    I’m wondering how to find a reliable okbet agent. Are there any trusted sources or websites for finding them? Tell me your ideas: okbet agent

  10. xem phim blu phim says

    ‘Xem phim blu phim’ is my go-to for a quick movie night. They update the films regularly and the streaming works well. Worth checking out for sure. xem phim blu phim

  11. JacobHoaks says

    Если нет желания разбираться с настройками, можно выбрать xrumer аренда https://www.olx.ua/d/uk/obyavlenie/progon-hrumerom-dr-50-po-ahrefs-uvelichu-reyting-domena-IDXnHrG.html для удобства.

  12. sh8bet says

    Sh8bet.. Signed up last week. Not blown away, but it’s solid. If you ask me, there are better options, but it might do! Here you can find the link sh8bet

  13. 168winapp says

    The 168winapp app, eh? Gave it a download. Its a breeze to use and easy to navigate. Great way to pass some time. Check it out! 168winapp

  14. 188v says

    188v seems to be a decent website. Easy to use, games are easy to find. No real complaints, might become a go to of mine. You can give it a shot too! 188v

  15. betvnapp says

    Downloaded the betvnapp the other day. Easy to use on my phone, and the interface is pretty clean. Worth downloading if you’re into mobile betting. betvnapp

  16. shbet.80 says

    Shbet.80, I like it! Payouts are quick, the games are fun, Customer support seems decent too. Nice work. shbet.80

  17. vs388 đăng nhập says

    Yo, VS388 đăng nhập was smooth as butter today! No lag, no glitches, just straight into the action. Definitely worth checking out if you’re looking for a solid betting platform. Click here: vs388 đăng nhập

Leave A Reply

Your email address will not be published.