banner
Breaking

ବାୟୁସେନା ଦିବସରେ ଅଭିନନ୍ଦନ ବର୍ତ୍ତମାନ ସମ୍ମାନିତ।

0

ନୂଆଦିଲ୍ଲୀ,୮।୧୦: ବାୟୁସେନା ଦିବସ ଅବସରରେ
ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୟୁନିଟ୍‌କୁ ସମ୍ମାନୀତ କରାଯାଇଛି। ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ୫୧-ସ୍କ୍ବାଡ୍ରନ୍‌କୁ ବାୟୁସେନା ସମ୍ମାନୀତ କରିଛି। କମାଣ୍ଡିଙ୍ଗ୍‌ ଅଫିସର ଗ୍ରୁପ୍‌ କ୍ୟାପଟେନ୍‌ ସତୀଶ୍‌ ପଓ୍ବାର ଏହି ସମ୍ମାନ ବାୟୁସେନା ମୁଖ୍ୟ ଏୟାର ମାର୍ଶଲ ଆର୍‌.କେ.ଏସ୍‌. ଭଦୌରିୟାଙ୍କଠାରୁ ଗ୍ରହଣ କରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.