banner
Breaking

ଆଜି ବିଗ୍ ବିଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ସୁଦର୍ଶନ।

0

ଭୁବନେଶ୍ବର,୧୧।୧୦(ଓଡ଼ିଆ ନ୍ୟୁଜ): ବଲିଉଡ୍‌ର ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ୭୭ତମ ଜନ୍ମଦିନ। ଏହି ଅବସରରେ ବାଲୁକାକଳାରେ ବିଗ୍‌ ବିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଭଗବାନ ଜଗନ୍ନାଥ ଆପଣଙ୍କୁ ସୁସ୍ଥ ଜୀବନ ସହ ଦୀର୍ଘାୟୁ କରନ୍ତୁ। ଆପଣ ସମସ୍ତଙ୍କ ପାଇଁ ପ୍ରେରଣା ବୋଲି ସୁଦର୍ଶନ ନିଜ ବାଲୁକାକଳା ସହ ବାର୍ତ୍ତା ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.