banner
Breaking

ଅରୁପ ପଟ୍ଟନାୟକଙ୍କୁ ନୂଆ ଦାୟିତ୍ବ।

0

ଭୁବନେଶ୍ୱର,୩୦/୧୦(ବ୍ୟୁରୋ): ବମ୍ବେର ପୂର୍ବତନ ପୋଲିସ କମିଶନର ଅରୂପ ପଟ୍ଟନାୟକଙ୍କୁ ବିଧାନସଭା ଗୃହ କମିଟି (ପରିବେଶ ପ୍ରଦୂଷଣ ସମ୍ପର୍କିତ)ର କୋଅପ୍ଟେଡ୍‌ ସଦସ୍ୟଭାବେ ମନୋନୀତ କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ବିଧାନସଭା ସଚିବାଳୟରୁ ଏନେଇ ଅରୂପଙ୍କୁ ପତ୍ର ଲେଖି ଅବଗତ କରାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.