banner
Breaking

ଗୋପାଳ ରିମାଣ୍ଡ ଅବଧି ବଢିଲା

ଝାରସୁଗୁଡ଼ା : ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାରୀ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କ ରିମାଣ୍ଡ ଅବଧି ବଢ଼ିଛି। ପୂର୍ବରୁ ୪ ଦିନିଆ ରିମାଣ୍ଡରେ ଯାଇଥିଲେ ଗୋପାଳ। ଶନିବାର ଏହି ଅବଧି ସରୁଥିବା ବେଳେ କ୍ରାଇମବ୍ରାଞ୍ଚ ପୋଲିସ ତରଫରୁ ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ…
Read More...

ବାହିନୀପତିଙ୍କୁ ନେଇ ଜୋରଦାର ଚର୍ଚ୍ଚା

ଜୟପୁର : କଂଗ୍ରେସର ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାରେ ସରକାର ବିରୋଧୀ ହୋ ହଲ୍ଲା ପାଇଁ ବେଶ ଜଣାଶୁଣା। ତେବେ ଶୁକ୍ରବାର ଜୟପୁର ବିକ୍ରମଦେବ ସୟଂଶାସିତ ମହାବିଦ୍ୟାଳୟର ୭୫ତମ ପ୍ଲାଟିନମ ଜୁବିଲି ସମାରୋହରେ ତାରାଙ୍କର ଭିନ୍ନ ରୂପ ଦେଖିବାକୁ ମିଳିଥିଲା। ଏହି ସମାରୋହରେ…
Read More...

କେନ୍ଦ୍ରାପଡ଼ାରେ ଗଢ଼ି ଉଠିବ ଶିଳ୍ପ କାରଖାନା

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲାରେ ଗଢ଼ି ଉଠିବ ଶିଳ୍ପ କାରଖାନା । ଷ୍ଟିଲ ପ୍ଲାଣ୍ଟ ସମେତ ଶିଳ୍ପ କରିଡରରେ ଛୋଟବଡ ଶିଳ୍ପ ଚଳିତ ବର୍ଷ ଶେଷ ସୁଦ୍ଧା ଦେଖିବାକୁ ମିଳିବ। ଏ ନେଇ ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥ ପାର୍ଶ୍ୱରେ ୩ଟି ସ୍ଥାନକୁ ଚିହ୍ନଟ କରାଯାଉଛି। ଏଥିସହ ଜିଲା ପ୍ରଶାସନ ଓ…
Read More...

ପିଣ୍ଟୁ ନନ୍ଦଙ୍କ ଚିକିତ୍ସା ପାଇଁ ନିବେଦନ

ଭୁବନେଶ୍ୱର,୪।୨ (ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ ଦୀର୍ଘଦିନ ହେଲା ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଅଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନିଆଯିବ ବୋଲି ଜଣାପଡ଼ିଛି। ଆବଶ୍ୟକ ପଡ଼ିଲେ ସେଠାରେ ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ ବା ପ୍ରତିରୋପଣର ଆବଶ୍ୟକତା ପଡିପାରେ। ଏହି…
Read More...

୧୦ ଜିଲ୍ଲାରେ ଭର୍ଚୁଆଲ ହାଇକୋର୍ଟ ଆରମ୍ଭ

କଟକ : ରାଜ୍ୟର ୧୦ ଜିଲାରେ ଶୁକ୍ରବାରଠାରୁ ଭର୍ଚୁଆଲ ହାଇକୋର୍ଟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ବାଲେଶ୍ୱର, ସମ୍ବଲପୁର, ଗଞ୍ଜାମର ବ୍ରହ୍ମପୁର, ଭଦ୍ରକ, କଳାହାଣ୍ଡିର ଭବାନୀପାଟଣା, ଖୋର୍ଦ୍ଧାର ଭୁବନେଶ୍ୱର, ବଲାଙ୍ଗୀର, କୋରାପୁଟର ଜୟପୁର, ପୁରୀ ଓ ସୁନ୍ଦରଗଡ଼ର ରାଉରକେଲାଠାରେ ହାଇକୋର୍ଟର…
Read More...

ସିପିଆଇ ଟ୍ରେନିଂ କାର୍ଯ୍ୟକ୍ରମକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ଶ୍ରୀ ସତ୍ୟ ସାଇ ସେବା ଅର୍ଗାନାଇଜେଶନ ଓ ଶ୍ରୀ ଜଗନ୍ନାଥ ସର୍ଭିସ ଫାଉଣ୍ଡେସନ ପକ୍ଷରୁ ଗୁରୁବାର କଳିଙ୍ଗ ଷ୍ଟାଡିୟମ୍‌ରେ ସିପିଆର୍‌ ଟ୍ରେନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରି ଏହି ତାଲିମ କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା…
Read More...

କିମସରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର :କିମ୍ସ-ଭୁବନେଶ୍ୱରରେ ହାଇବ୍ରିଡ୍‌ ଅସ୍ତ୍ରୋପଚାର ସଫଳ ହୋଇଛି। ଓଡ଼ିଶାରେ ପ୍ରଥମଥର ଲାଗି ହାଇବ୍ରିଡ୍‌ ଅସ୍ତ୍ରୋପଚାର କରାଯାଇଥିବା ସମ୍ପୃକ୍ତ ଡାକ୍ତରମାନେ ଦାବି କରିଛନ୍ତି। ନିକଟରେ କଟକ ଜିଲା ବାଙ୍କୀ ବ୍ଲକ୍‌ ଅନ୍ତର୍ଗତ ରତାଗଡ଼ ଗ୍ରାମର ୫୦ବର୍ଷ ବୟସ୍କା ସୁଷମା ରଣାଙ୍କ ମୁଖ୍ୟ…
Read More...

ଭୁବନେଶ୍ୱର ଅଟୋ ମହାସଂଘର ବାର୍ଷିକ ଉତ୍ସବ

ଭୁବନେଶ୍ୱର : ଭୁବନେଶ୍ୱର ଅଟୋ ମହାସଂଘର ବାର୍ଷିକ ଉତ୍ସବ ଜୟଦେବ ବିହାର ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସମ୍ପାଦକ ପଦ୍ମନ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସଂଘର ସଭାପତି ତଥା ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ସ୍ୱତନ୍ତ୍ର…
Read More...

ଶିଶୁ ପ୍ରତିଭା ବିକାଶ ପ୍ରତିଯୋଗିତା ଅନୁଷ୍ଠିତ

ଭୁବନେଶ୍ୱର,୨ା୨(ଓଡ଼ିଆ ନ୍ୟୁଜ): ବନ୍ଦେ ଭାରତୀ ଜାତୀୟ ମହିଳା ଓ ଶିଶୁ ବିକାଶ ପରିଷଦ ପକ୍ଷରୁ ଚକେଇଶିଆଣୀ ଠାରେ ଶିଶୁ ମାନଙ୍କର ପ୍ରତିଭା ବିକାଶ ପାଇଁ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ପରିଷଦର ସଭାନେତ୍ରୀ ପ୍ରତୀକ୍ଷା ମହାପାତ୍ର ଯୋଗଦେଇ କହିଥିଲେ ଶିଶୁ ମାନଙ୍କ…
Read More...

ମୁଖ୍ୟମନ୍ତ୍ରୀ ଦେଇଥିବା ତଥ୍ୟ ସମ୍ପୁର୍ଣ୍ଣ ଭୁଲ୍ ଓ ନିରାଧାର : ସୂର୍ଯ୍ୟବଂଶୀ

ଭୁବନେଶ୍ବର,୩ା୨(ବ୍ୟୁରୋ):କେନ୍ଦ୍ର ବଜେଟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ କମିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ତଥ୍ୟ ସମ୍ପୂର୍ଣ୍ଣ ଭୁଲ୍‌ ଓ ନିରାଧାର ବୋଲି ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଅନୁଷ୍ଠିତ ସାମ୍ବାଦିକ…
Read More...