banner
Breaking

କାର୍ଯ୍ୟରେ ଯୋଗଦେଲେ ସିଏମସି କମିଶନର

କଟକ,୨୭।୬: କଟକ ମ୍ୟୁନିସିପାଲ କର୍ପୋରେଶନ (ସିଏମ୍‌ସି)ର କମିଶନର ଭାବେ ନିଖିଲ ପୱନ କଲ୍ୟାଣ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୱନ କଲ୍ୟାଣ କାର୍ଯ୍ୟରେ ଯୋଗ ଦେବା ପୂର୍ବରୁ ମା’ କଟକ ଚଣ୍ଡୀଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ସେ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିବାପରେ…
Read More...

ଜର୍ମାନୀରେ ମୋଦି

ଏଲ୍‌ମାଉ,୨୭।୬: ଜି-୭ ଶିଖର ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜର୍ମାନୀର ଏଲ୍‌ମାଉରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ଜର୍ମାନ ଚାନ୍ସସେଲର ଓଲାଫ ସ୍କୋଲଜ ସ୍ବାଗତ କରିଥିଲେ। ଉଭୟ ନେତା କିଛି ସମୟରେ ଆଲୋଚନା କରିଥିଲେ। ଏହି ସମ୍ମିଳନୀରେ ବିଶ୍ୱର ସାତ ଧନୀ…
Read More...

୧ ନମ୍ବର ଓ୍ବାର୍ଡରେ ନିଶା ନିବାରଣ ଓ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର : ଆନ୍ତର୍ଜାତିକ ନିଶା ଔଷଧ ଅପବ୍ୟବହାର ଓ ନିଷିଦ୍ଧ କାରବାର ବିରୋଧ ଦିବସ ଅବସରରେରେ ୧ ନମ୍ବର ଓ୍ବାର୍ଡର ବିଭିନ୍ନ ସ୍ଥାନରେ ନିଶା ନିବାରଣ ଓ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏକ ନମ୍ବର ୱାର୍ଡର କର୍ପୋରେଟର ମିହିର କୁମାର ରାଉତ ଓ ୨ ନମ୍ବର ୱାର୍ଡର…
Read More...

ଏଆଇପିଏଚ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ମୃତ୍ତିକା ବଞ୍ଚାଅ ସଚେତନତା ଉପରେ ସାଇକ୍ଲୋଥନ

ଭୁବନେଶ୍ୱର, : ସୁସ୍ଥ ଜୀବନ ପାଇଁ ଜଳ ଏବଂ ବାୟୁ ପରି ପ୍ରଦୂଷଣମୁକ୍ତ ମୃତ୍ତିକା ଅତ୍ୟନ୍ତ ଜରୁରୀ। କାରଣ ମୃତ୍ତିକା ହେଉଛି ଜୀବ ଏବଂ ଉଦ୍ଭିଦ ସମସ୍ତଙ୍କ ପାଇଁ ଖାଦ୍ୟ-ପ୍ରାଣ। ତେଣୁ ‘ମୃତ୍ତିକା ବଞ୍ଚାଅ’ ବାର୍ତ୍ତା ନେଇ ଜନସଚେତନତା ପାଇଁ ଭୁବନେଶ୍ୱରସ୍ଥିତ ଏଆଇପିଏଚ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ…
Read More...

ନିଖୁଣ ଅଭିନୟ ପାଇଁ ସେ ଚିରସ୍ମରଣୀୟ ରହିବେ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ାଙ୍କ ପରଲୋକ ହୋଇଛି। ଶୁକ୍ରବାର ମଧ୍ୟାହ୍ନରେ ଭୁବନେଶ୍ୱର ପ୍ରାଚୀ ବିହାରସ୍ଥିତ ଘରୁ ତାଙ୍କର ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ରାଇମୋହନ ଆତ୍ମହତ୍ୟା କରିଥିବା ବେଳେ କେଉଁ କାରଣ ପାଇଁ ସେ ଏଭଳି ପଦକ୍ଷେପ ନେଲେ ତାହା ସ୍ପଷ୍ଟ…
Read More...

ଅଚ୍ୟୁତ ସାମନ୍ତଙ୍କ ମାନିଲା ଗସ୍ତ, ଏଫ୍‍ଆଇଭିବିର ସାଧାରଣ ପରିଷଦ ବୈଠକରେ ଯୋଗଦାନ, ଭାରତରେ ଭଲିବଲ୍‍ର ବିକାଶ ନେଇ…

ଫେଡ଼େରେସନ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ଭଲିବଲ୍‍ (ଏଫ୍‍ଆଇଭିବି)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଫିଲିପାଇନ୍‍ସର ମାନିଲାଠାରେ ଗୁରୁବାର ଆରମ୍ଭ ହୋଇଛି । ଏଫ୍‍ଆଇଭିବିର ଆମନ୍ତ୍ରଣ କ୍ରମେ ଭାରତୀୟ ଭଲିବଲ୍‍ ସଂଘ (ଭିଏଫ୍‍ଆଇ)ର ସଭାପତି ଅଚ୍ୟୁତ ସାମନ୍ତ ଏହି ବୈଠକରେ ଯୋଗ ଦେଇଛନ୍ତି । ପ୍ରଥମ ଥର…
Read More...

ଇଣ୍ଟର କମ୍ପାନୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର,- ସପ୍ତମ ବାଟାଲିୟନ ପ୍ୟାରେଡ୍ ଗ୍ରାଉଣ୍ଡ ଠାରେ ଇଣ୍ଟର କମ୍ପାନୀ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବି କମ୍ପାନୀକୁ ହରାଇ ଇ କମ୍ପାନୀ ଚମ୍ପିୟାନ ହୋଇଛି। ୧୪ ତାରିଖରୁ ଆରମ୍ଭ ହୋଇଥିବା ଏହି ଟୁର୍ଣ୍ଣାମେଣ୍ଟରେ ଆଠଟି ଟିମ୍ ଯଥା…
Read More...

ପାଲିଆଟିଭ୍ କେୟାର ହସ୍ପିଟାଲରେ ଆସିୟୁ କକ୍ଷ ଉଦଘାଟିତ

ଭୁବନେଶ୍ୱର, ଭୁବନେଶ୍ୱର ପଟିଆ ସ୍ଥିତ ରିହାବିଟେସନ୍ ଆଣ୍ଡ ପାଲିଆଟିଭ୍ କେୟାର ହସ୍ପିଟାଲରେ ନୂତନ ଆଇସିୟୁ କକ୍ଷ ଉଦଘାଟିତ ହୋଇଯାଇଛି । ରାଉଣ୍ଡଟେବୁଲ ଇଣ୍ଡିଆ ଓ ଲେଡିଜ ସର୍କଲ ଇଣ୍ଡିଆର ସହେଯାଗରେ ନିର୍ମିତ ଏହି ବାର ଶଯ୍ୟା ବିଶିଷ୍ଠ କକ୍ଷକୁ ରାଉଣ୍ଡଟେବୁଲ୍ ଇଣ୍ଡିଆର ଓଡିଶା ମୁଖ୍ୟ ମାଣିକ…
Read More...

ଏମ୍ସ ଭୁବନେଶ୍ୱରରେ ଅନ୍ତଃରାଷ୍ଟ୍ରୀୟ ଯୋଗ ଦିବସ ପାଳିତ

ଭୁବନେଶ୍ୱର, : ଯୋଗ ହେଉଛି ମହାନ ଭାରତୀୟ ପରମ୍ପରାର ବିଶ୍ୱକୁ ଗୌରବମୟ ଅବଦାନ। ଏହା ସମଗ୍ର ବିଶ୍ୱରେ ପ୍ରାଚୀନ ସନାତନ ସଂସ୍କୃତିର ପ୍ରଚାର କରୁଛି, ଯାହାକି ଭାରତର ବିଶ୍ୱଗୁରୁ ଗାରିମାକୁ ପ୍ରତିପାଦିତ କରୁଛି। ଆଜି ଏମ୍ସ ପରିସରରେ ଆୟୁଷ ବିଭାଗ ପକ୍ଷରୁ ଆୟୋଜିତ ଅଷ୍ଟମ ଅନ୍ତଃରାଷ୍ଟ୍ରୀୟ ଯୋଗ…
Read More...

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଭୁବନେଶ୍ୱର : ବିଶ୍ୱ ଯୋଗ ଦିବସ ଅବସରରେ ଭାରତୀୟ ଯୋଗ ସଂସ୍ଥାନ ତରଫରୁ ଆନ୍ତର୍ଜାତୀୟ ଯୋଗ ଦିବସ ଭୁବନେଶ୍ୱର ସହିଦ୍‌ନଗର ସ୍ଥିତ ଇମଫା ପାର୍କ ଠାରେ ଅନୁଷ୍ଠିତ ହୋଇଯାଇଛି । ଯୋଗ କେବଳ ଏକ ଶାରିରୀକ ବ୍ୟାୟାମ ନୁହେଁ ବରଂ ଶରୀରକୁ ନୂତନ ଶକ୍ତି ଯୋଗାଇଥାଏ । କରୋନା ସମୟରେ ବିଶ୍ୱକୁ ଯୋଗ ହିଁ…
Read More...