banner
Breaking

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍‌ ନିବେଦିତା ମିଶ୍ରଙ୍କୁ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ମଙ୍ଗଳବାର…
Read More...

ମା ମଙ୍ଗଳା ବସ୍ତିରେ ଜାଗା ସମ୍ପର୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ

ଭୁବନେଶ୍ୱର, : ଓଡ଼ିଶାର ଜନପ୍ରିୟ ତଥା ବସ୍ତି ବାସିନ୍ଦାଙ୍କ ମଉଡମଣୀ, ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ବସ୍ତି ବାସିନ୍ଦାଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାର ପ୍ରୟାସ ଓ ବିଭିନ୍ନ ଜନହିତକରୀ ଯୋଜନା ଏବଂ ଥଇଥାନ ବ୍ୟବସ୍ଥା ପାଇଁ ଆଜି ନୀଳାଦ୍ରି ବିହାର ସ୍ଥିତ ମା…
Read More...

ଜୁନ ୧ରୁ ବିକ୍ରି ହେବ ବାରବାଟି ଟିକେଟ

କଟକ,୩୦।୫: ବାରବାଟୀ ଟି-୨୦ ପାଇଁ ଆସନ୍ତା ଜୁନ୍‌ ୧ରେ ଅନ୍‌ଲାଇନରେ ଟିକେଟ୍‌ ବୁକିଂ ଆରମ୍ଭ ହେବ। ଏ ନେଇ ଓସିଏ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। ଏହି ବୁକିଂ ପେଟିଏମ୍‌ ଇନ୍‌ସାଇଡର ଆପ୍‌ ଏବଂ ପେଟିଏମ୍‌ ଆପ୍‌ ଦ୍ୱାରା ହିଁ କରିହେବ। www.insider.in ଓ୍ବେବ୍‌ସାଇଟ୍‌ରେ ମଧ୍ୟ…
Read More...

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶର, ୩୦।୫(ବ୍ୟୁରୋ): ଓଡ଼ିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟଙ୍କ ଭିତରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ…
Read More...

କୋଭିଡ ଅନାଥ ପିଲାମାନଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ବଡ ଘୋଷଣା

ନୂଆଦିଲ୍ଲୀ,୩୦।୫: କେନ୍ଦ୍ର ସରକାରଙ୍କ ୮ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ୍‌ ଅନାଥ ପିଲାମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ସୋମବାର ଭିଡିଓ କନ୍‌ଫରେନ୍ସରେ ପ୍ରଧାନମନ୍ତ୍ରୀ ମୋଦି ‘ପିଏମ୍‌ କେୟାର୍ସ ଫର୍‌ ଚିଲ୍‌ଡ୍ରେନ୍‌’ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା…
Read More...

ଚନ୍ଦ୍ରଶେଖରପୁର ଠାରେ ଖୋଲିଲା ମାଲାବାର ଗୋଲ୍ଡ ଆଣ୍ଡ୍ ଡାଏମଣ୍ଡ୍‌ସ୍ ଆଉ ଏକ ନୂଆ ଶୋ’ରୁମ୍‌

ଭୁବନେଶ୍ୱର : ଦେଶର ଅନ୍ୟତମ ବୃହତ୍ତମ ସୁନା ଓ ହୀରା ଗହଣା ବ୍ୟବସାୟୀ ମାଲାବାର ଗୋଲ୍ଡ ଆଣ୍ଡ୍ ଡାଏମଣ୍ଡ୍‌ସ୍‌୨୮ ମେ’ ୨୦୨୨ ଦିନ ଚନ୍ଦ୍ରଶେଖରପୁରଠାରେ ନିଜର ନୂଆ ଶୋ’ରୁମ୍‌ର ଶୁଭାରମ୍ଭ କରିଛନ୍ତି । ଲୋକପ୍ରିୟ ଓଡ଼ିଆ ଅଭିନେତା ସବ୍ୟସାଚୀ ମିଶ୍ର, ବରିଷ୍ଠ ଅଧିକାରୀ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ…
Read More...

ଆଇପିଏଲ ୨୦୨୨ର ଚମ୍ପିୟାନ ହେଲା ଗୁଜରାଟ ଟାଇଟାନ୍ସ

ଅହମଦାବାଦ, ୨୯।୫: ଆଇପିଏଲ୍‌ ୨୦୨୨ର ଚମ୍ପିୟାନ ହୋଇଛି ଗୁଜରାଟ ଟାଇଟାନ୍ସ। ଗୁଜରାଟ ଟାଇଟାନ୍ସ ସପ୍ତମ ଦଳ ଭାବେ ଆଇପିଏଲ୍‌ ଟ୍ରଫି ଜିତିଛି। ରବିବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ ଫାଇନାଲରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟାନ୍ସ ୭ ଉଇକେଟରେ ରାଜସ୍ଥାନ…
Read More...

ପଟିଆରେ ୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍ଘାଟନ

ଭୁବନେଶ୍ୱର,୨୭/୫ : ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟିଆ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ୫୦ ଶଯ୍ୟା ବିଶିଷ୍ଟ କୋଭିଡ ସ୍ୱାସ୍ଥ୍ୟକେନ୍ଦ୍ରର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ ଭୁବନେଶ୍ୱର ଉତ୍ତର ବିଧାୟକ…
Read More...

ନନ୍ଦନକାନନରେ ତିନି ମହଲା ପାର୍କିଂର ଶୁଭ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ନନ୍ଦନକାନନଠାରେ ୩୫୪୨.୭୯ ଲକ୍ଷ ଟଙ୍କାରେ ନିର୍ମିତ ତିନିମହଲାବିଶିଷ୍ଟ ବହୁତଳ କାର ପାର୍କିଂ ସୁବିଧାର ଉଦ୍‌ଘାଟନ କରିଛନ୍ତି ।ଏହି କାର୍ଯ୍ୟକ୍ରମ ରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ବିକ୍ରମଏହି କେଶରୀ…
Read More...

ମେଡିକାଲ ଅଙ୍କୋଲୋଜି / ହେମାଟୋଲୋଜି ରୋଗୀଙ୍କ ପାଇଁ ଆରମ୍ଭ ହେଲା ଉତ୍ସର୍ଗୀକୃତ ଆଇସିୟୁ ସୁବିଧା

ଭୁବନେଶ୍ୱର, ୨୭/୦୫/: କର୍କଟ ଏବଂ ରକ୍ତ କର୍କଟ ରୋଗରେ ପୀଡିତ ରୋଗୀଙ୍କ ପାଇଁ ସାମଗ୍ରୀକ ଚିକିତ୍ସା ଓ ଯତ୍ନ ନେବା ଉଦ୍ଦେଶ୍ୟରେ ଏମ୍ସ ଭୁବନେଶ୍ୱରର ମେଡିକାଲ ଅଙ୍କୋଲୋଜି / ହେମାଟୋଲୋଜି ବିଭାଗ ପକ୍ଷରୁ ଉତ୍ସର୍ଗୀକୃତ ଆଇସିୟୁ ବ୍ୟବସ୍ଥା ଆରମ୍ଭ ହୋଇଛି। ୭ ଶଯ୍ୟା ବିଶିଷ୍ଟ ଆଇସିୟୁ ସେବାକୁ…
Read More...