banner
Breaking

ଦୁଇ ଦିନ ବନ୍ଦ ରହିବ ପେଟ୍ରୋଲ ଟାଙ୍କି

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆଜିଠୁ ଦୁଇ ଦିନ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ। ସରକାର ଟାକ୍ସ କମାଇବା ଦ୍ୱାରା ପେଟ୍ରୋଲ ପମ୍ପ ଡିଲର୍ସମାନେ ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହୁଛନ୍ତି। ଏଥିପାଇଁ ତୈଳ କମ୍ପାନୀମାନଙ୍କଠାରୁ କ୍ଷତିପୂରଣ ଦାବି…
Read More...

ଡ୍ରୋନ୍ ଫେଷ୍ଟିଭାଲ ଉଦଘାଟନ କଲେ ମୋଦି

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ପ୍ରଗତି ମଇଦାନରେ ଦେଶର ସର୍ବବୃହତ ଡ୍ରୋନ ଫେଷ୍ଟିଭାଲର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ଡ୍ରୋନ ପ୍ରଦର୍ଶନୀ ପରିଦର୍ଶନ କରିଥିଲେ ଏବଂ ‘ମେକ ଇନ ଇଣ୍ଡିଆ’ର ଅଗ୍ରଗତି ଦେଖି ଖୁସି ହୋଇଥିଲେ। ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରି…
Read More...

ଜନସାଧାରଣ ଓ ସରକାର ମଧ୍ୟରେ ଆସ୍ଥା ସ୍ଥାପନ କରିବାରେ ସଫଳ ହେଉଛି ମୋ ସରକାର

ଭୁବନେଶ୍ୱର : ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ମୋ ସରକାର ଏକ ନୂଆ ମଡେଲ ଦେଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ମୋ ସରକାର ଉପକ୍ରମ ସଂପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହା କହିଛନ୍ତି । ବୈଠକରେ ସମସ୍ତ…
Read More...

ଏମ୍ସ ଭୁବନେଶ୍ୱର ଅସ୍ଥିଶଲ୍ୟ ବିଭାଗ ପକ୍ଷରୁ ସମ୍ପୂର୍ଣ୍ଣ ଜଙ୍ଘହାଡ଼ ପ୍ରତିରୋପଣ, ରାଜ୍ୟରେ ପ୍ରଥମ

ଭୁବନେଶ୍ୱର,: ଏମ୍ସ ଭୁବନେଶ୍ୱର ଅସ୍ଥିଶଲ୍ୟ ବିଭାଗକୁ ମିଳିଛି ଆଉ ଏକ ବିରଳ ସଫଳତା। ଏହି ବିଭାଗ ପକ୍ଷରୁ ସମ୍ପୂର୍ଣ୍ଣ ଜଙ୍ଘହାଡ଼ ପ୍ରତିରୋପଣ ଅସ୍ତ୍ରୋପଚାର ସଫଳତାର ସହିତ କରାଯାଇଛି। ଏପରି ବିରଳ ଅସ୍ତ୍ରୋପଚାର ରାଜ୍ୟରେ ପ୍ରଥମଥର ପାଇଁ ଅନୁଷ୍ଠିତ ହୋଇଛି। ଅସ୍ଥିଶଲ୍ୟ ବିଭାଗର ଅତିରିକ୍ତ…
Read More...

ଚିଣ୍ଡିପ୍ରସାଦ ଫାଉଣ୍ଡେସେନ୍‌ର ତୃତୀୟ ବାର୍ଷିକ ରାଜଧାନୀ ମହୋତ୍ସବ

ଭୁବନେଶ୍ୱର ୨୫/୫, ଓଡିଶାର ଅନ୍ୟତମ ସ୍ୱେଚ୍ଛାସେବୀ ସଂଗଠନ ଚିଣ୍ଡିପ୍ରସାଦ ଫାଣ୍ଡେଉସେନ ଟ୍ରଷ୍ଟ ଓ ମାଷ୍ଟର ଗିରିଜା ମେମୋରିଆଲ ରୋଡ ସେଫ୍‌ଟି ଫାଉସେନ ଟ୍ରଷ୍ଟ ଆନୁକୂଲ୍ୟରେ ତୃତୀୟ ବାର୍ଷିକ ରାଜଧାନୀ ମହୋତ୍ସବ ଓ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ…
Read More...

ଶୈଳଶ୍ରୀବିହାରରେ ରାମ ଚରିତ କଥାମୃତ ଅନୁଷ୍ଠିତ

ଭୁୁବନେଶ୍ୱର,୨୫ା୫ ଚନ୍ଦ୍ରଶେଖରପୁର ସ୍ଥିତ ଶୈଳଶ୍ରୀବିହାର ଦୁର୍ଗା ପଡିଆ ଠାରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ରାମଚରିତ କଥାମୃତ ଅନୁଷ୍ଠିତ ହୋଇଯାଇଛି । ସାତ ଦିନ ବ୍ୟାପି ଚାଲିଥିବା ଏହି ପ୍ରବଚନ କାର୍ଯ୍ୟକ୍ରମରେ ଓଡିଶାର ସୁନାମ ଧନ୍ୟ ପ୍ରବଚକ ସନ୍ତୋଷ କୁମାର ସାହୁ ରାମାୟଣର ସପ୍ତକାଣ୍ଡକୁ…
Read More...

ଏମ୍ସ ଭୁବନେଶ୍ୱରରେ “ଫରେନସିକ୍ ମେଡିସିନ୍ ଡେ” ପାଳନ

ଭୁବନେଶ୍ୱର, : ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ତଥା ଅସମାହିତ ଜଟିଳ ମାମଲାର ସମାଧାନ କରିବା ସହିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଫରେନସିକ୍ ମେଡିସିନ୍ ବିଭାଗ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ବୋଲି ଏମ୍ସ ଭୁବନେଶ୍ୱର ମେଡିକାଲ୍ ଅଧୀକ୍ଷକ ଡକ୍ଟର ସଚ୍ଚିଦାନନ୍ଦ ମହାନ୍ତି ପ୍ରକାଶ…
Read More...

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟ ବିଧାନସଭା ପକ୍ଷରୁ ମଙ୍ଗଳବାର ରାଜ୍ୟ ସଭା ନିର୍ବାଚନ ପାଇଁ ବିଧିବଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଜୁନ୍‌ ୧୦ରେ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପାଇଁ ମଙ୍ଗଳବାରଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ୩…
Read More...

ଉତ୍ତରର ତିନି ଦକ୍ଷ କର୍ପୋରେଟରଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ବିଭାଗ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ଷ୍ଟାଣ୍ଡିଂ କମିଟି ଗଠନ ହେବାର ୨୦ଦିନ ପରେ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ସୋମବାର ବିଏମ୍‌ସି କନ୍‌ଫରେନ୍ସ ହଲ୍‌ରେ ଏହି ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ୧୦ କମିଟି ମଧ୍ୟରୁ ନିୟମ ଅନୁଯାୟୀ କଣ୍ଟ୍ରାକ୍ଟସ୍‌ କମିଟିର ଅଧ୍ୟକ୍ଷ ଭାବେ ମେୟର ସୁଲୋଚନା…
Read More...

ନକଲି ରସିଦରେ ଲକ୍ଷାଧିକ ଲୁଟ ,ମହିଳା ଯାତ୍ରା କଳାକାରଙ୍କୁ ରାସ୍ତାରେ ଅଟକାଇ ଅସଦାଚରଣ ଅଭିଯୋଗ

ଭୁବନେଶ୍ୱର : ନକଲି ରସିଦ୍ ତିଆରିକରି ରାଜଧାନୀ ଓ ପାର୍ବତୀ ଗଣନାଟ୍ୟର ୨୦୧୯/୨୦ ର ଲିଜ୍‌ଧାରୀ ତଥା ମ୍ୟାନେଜର ବିଭିନ୍ନ କମିଟିଠାରୁ ଲକ୍ଷାଧିକ ଟଙ୍କା ଆତ୍ମସାତ କରିଛନ୍ତି । ଏବଂ ବିଭିନ୍ନ ସ୍ଥାନକୁ ଯାତ୍ରାପାର୍ଟି ଯାତ୍ରାପରିବେଷଣ କରିବାକୁ ଯାଉଥିବା ସମୟରେ ଅସାମାଜିକ ଲୋକ ଓ ଗୁଣ୍ଡା ଲଗାଇ…
Read More...