banner
Breaking

ଭିଜିଲାନ୍ସ ଜାଲରେ ଫରେଷ୍ଟର

ବଲାଙ୍ଗୀର,୧୦।୫ : ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ସିନ୍ଧିକେଲା ଫରେଷ୍ଟ ବିଟ୍‌ର ଫରେଷ୍ଟର ହରିହର ସ୍ବାଇଁ । ଜଙ୍ଗଲ ବିଭାଗ ଅଧିନରେ କାମ କରୁଥିବା ଜଣେ ଶ୍ରମିକଙ୍କ ଠାରୁ ୧ ଲକ୍ଷ ୩୦୦ ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ଭିଜିଲାନ୍ସ ତାଙ୍କୁ ଧରିବା ସହ ନଗଦ ୧ ଲକ୍ଷ ୩୦୦…
Read More...

ଦିଲ୍ଲୀରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୨୦୭ ନୂଆ କରୋନା ମାମଲା ଚିହ୍ନଟ…
Read More...

ଶପଥ ପାଠ ଗ୍ରହଣ କଲେ ନବନିଯୁକ୍ତ ବିଚାରପତି

ନୂଆଦିଲ୍ଲୀ,୧୦।୫: ସୁପ୍ରିମକୋର୍ଟର ନବନିଯୁକ୍ତି ୨ ବିଚାରପତି ଜଷ୍ଟିସ ସୁଧାଂଶୁ ଧୁଲିଆ ଏବଂ ଜାମସେଦ ବି ପର୍ଡିଓ୍ବାଲା ସୋମବାର ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କୁ ମିଶାଇ ସର୍ବୋଚ୍ଚ ଅଦାଲତର ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା…
Read More...

ଦେଶଦ୍ରୋହ ଆଇନର ପୁନର୍ବିଚାର ପାଇଁ ଆବେଦନ, ପ୍ରଧାନମନ୍ତ୍ରୀ କଲେ ହସ୍ତକ୍ଷେପ

ନୂଆଦିଲ୍ଲୀ,୧୦।୫: ଦେଶଦ୍ରୋହ ଆଇନ ଯଥାର୍ଥ ଏବଂ ଏହାର ପୁନଃ ସମୀକ୍ଷା କରିବାର ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସରକାର ଦୁଇଦିନ ପୂର୍ବରୁ ସୁପ୍ରିମକୋର୍ଟଙ୍କୁ ଜଣାଇଥିଲେ। ସୋମବାର ମତ ପରିବର୍ତ୍ତନ କରି ଉକ୍ତ ଆଇନ ବା ଆଇପିସିର ଧାରା ୧୨୪ଏ’ର ପୁନର୍ବିଚାର ଏବଂ ପୁନଃ ସମୀକ୍ଷା କରାଯିବ ବୋଲି…
Read More...

ଗ୍ରୀଷ୍ମକାଳୀନ ଅତିରିକ୍ତ ୧୦୦ ଟଙ୍କା ମଞ୍ଜୁର କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦ା୫(ବ୍ୟୁରୋ): ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଓ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଓ ଅନ୍ୟାନ୍ୟ ବର୍ଗରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ସ୍ବରୂପ ଅତିରିକ୍ତ ୧୦୦ ଟଙ୍କା ଲେଖାଏ ପ୍ରଦାନ କରିବାକୁ ରାଜ୍ୟ…
Read More...

ଇଏସଆଇ ହସ୍ପିଟାଲରେ ୧୧୪ ଜଣଙ୍କୁ ନିଯୁକ୍ତି, ୯୨% ଲୋକ ସରକାରୀ ସ୍ବାସ୍ଥ୍ୟ ସେବାରେ ସନ୍ତୁଷ୍ଟ ନବୀନ

ଭୁବନେଶ୍ୱର,୧୦ା୫(ବ୍ୟୁରୋ):ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ରାଜ୍ୟ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ। ଲୋକମାନଙ୍କୁ କିପରି କମ୍‌ ଖର୍ଚ୍ଚରେ ଉତ୍ତମ ସ୍ବାସ୍ଥ୍ୟସେବା ମିଳିପାରିବ ସେନେଇ ଅନବରତ ଉଦ୍ୟମ ଜାରି ରହିଛିି। ସୋମବାର ରାଜ୍ୟ କର୍ମଚାରୀ ବୀମା (ଇଏସ୍‌ଆଇ) ହସ୍ପିଟାଲ ଓ ଗୋଷ୍ଠୀ…
Read More...

ଭୟଙ୍କର ବାତ୍ୟାରେ ପରିଣତ ହେଲା ବାତ୍ୟା ଅସାନି

ଭୁବନେଶ୍ୱର, ୧୦ା୫(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ପୁରୀଠାରୁ ଦକ୍ଷିଣ ଦିଗରେ ଏହା ୫୯୦ କି.ମି. ଦୂର ଏବଂ ବିଶାଖାପାଟଣାଠାରୁ ୪୧୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଘଣ୍ଟା ପ୍ରତି ୧୬ କିଲୋମିଟର ବେଗରେ…
Read More...

୧୨ ନମ୍ବର ଓ୍ବାର୍ଡରେ ମିଶନଶକ୍ତି ଭବନର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୯/୪(ବ୍ୟୁରୋ) ରାଜ୍ୟ ସରକାରଙ୍କର ମିଶନ ଶକ୍ତି ବିଭାଗ ତରଫରୁ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିଡିପିଓ - ୩ ଅଫିସ ପରିସରରେ ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ ମିଶନ ଶକ୍ତି ଭବନର ଶୁଭ ଭିଭିପ୍ରସ୍ତର ସ୍ଥାପନ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ ରାଉତଙ୍କର…
Read More...

ଅଳକା ମହାନ୍ତି ହେଲେ ବିଜେଡ଼ି ପ୍ରାର୍ଥୀନୀ

ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ତାର ପ୍ରାର୍ଥୀ ଘୋଷଣା କରିଛି । ଅଳକା ମହାନ୍ତିଙ୍କୁ ବିଜୁ ଜନତା ଦଳ ବ୍ରଜରାଜନଗର ନିର୍ବାଚନ ପାଇଁ ପ୍ରାର୍ଥୀ କରିଥିବା ସୂଚନା ଦେଇଛି । ସ୍ୱର୍ଗତଃ କିଶୋର ମହାନ୍ତିଙ୍କ ପତ୍ନୀଙ୍କ ହେଉଛନ୍ତି ଅଳକା ମହାନ୍ତି । ତେଣୁ ଦଳ ତାଙ୍କ ଉପରେ…
Read More...

ବାତ୍ୟା ଅସାନୀ ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୯ା୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୭୪୦ କିଲୋମିଟର ଦୂର ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬ ଘଣ୍ଟାରେ ଘଣ୍ଟା…
Read More...