ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ରଜତ କରଙ୍କ ପରଲୋକ
ଭୁବନେଶ୍ୱର,୮।୫(ବ୍ୟୁରୋ): ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ପରଲୋକ। ହୃଦ୍ଘାତରେ ରାଜଧାନୀର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କର ପରଲୋକ ଘଟିଛି। ଏନେଇ ତାଙ୍କ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା।
ରଜତ କର ୧୯୩୪ ମସିହା ଅକ୍ଟୋବର…
Read More...
Read More...