ଫାଇନାଲରେ ମହିଳା କ୍ରିକେଟ ଦଳ, ଭାରତର ବଢିଲା ପଦକ ସଂଖ୍ୟା
ଭୁବନେଶ୍ୱର,୨୪।୯: ଏସୀୟ ଗେମ୍ସରେ ଭାରତ ପାଇଁ ଆଉ ଏକ ପଦକ ନିଶ୍ଚିତ ହୋଇଛି। ସେମିଫାଇନାଲ ମ୍ୟାଚରେ ବାଂଲାଦେଶକୁ ୮ ଉଇକେଟରେ ପରାସ୍ତ କରି ଭାରତୀୟ ମହିଳା କ୍ରିକେଟ ଦଳ ଫାଇନାଲରେ ପ୍ରବେଶ କରିଛି। ଭାରତର ବିଜୟର ହିରୋ ଦ୍ରୁତ ବୋଲର ପୂଜା ଥିଲେ। ସେ ୪ ଓଭରରେ ୧୭ ରନ ଦେଇ ୪ ଉଇକେଟ ନେଇଥିଲେ।…
Read More...
Read More...