banner
Breaking

ଆସୁଛି ବାତ୍ୟା, ଘନ ଘନ ଚାଲିଛି ସରକାରୀ ବୈଠକ

ଭୁବନେଶ୍ବର: ଆସୁଛି ସମ୍ଭାବ୍ୟ ବାତ୍ୟା। ଦିନକ ପରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପରବର୍ତ୍ତୀ ସମୟରେ ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ ବୋଲି ଆକଳନ କରାଯାଇଛି। ବାତ୍ୟା ସମ୍ଭାବନା ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଚିତ୍ର ସ୍ପଷ୍ଟ…
Read More...

ଜାତୀୟ ଶ୍ରମିକ ଦିବସରେ ବିଏମସିର ବଡ ଖାନା

ଭୁବନେଶ୍ୱର,: ଭୁବନେଶ୍ୱର ମହାନଗର ନିଗମ ଉତ୍ତର ଜୋନ୍ ପକ୍ଷରୁ ସୈନିକ ସ୍କୁଲ ନିକଟସ୍ଥ ଡମ୍ପିଂୟାଡ ପରିସରରେ ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ବଡ ଖାନାରେ ଏକାଠି ଖାଇଛନ୍ତି ଶ୍ରମିକ,ମେୟର,କର୍ପୋରେଟର ଓ ଅଧିକାରୀ । ବିଏମସି ଉତ୍ତର ଜୋନର ଡେପୁଟି କମିଶନର…
Read More...

ସେ ୩୧ରେ ବ୍ରଜରାଜନଗର ନିର୍ବାଚନ

ଭୁବନେଶ୍ୱର,୨।୫(ବ୍ୟୁରୋ): ବ୍ରଜରାଜନଗରରେ ସ୍ଥଗିତ ଥିବା ଉପନିର୍ବାଚନ ମେ’୩୧ରେ ହେବ। ଏ ନେଇ  ନିର୍ବାଚନ କମିଶନଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ପାଇଁ ମେ’୪ରେ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇବ। ମେ’୧୧ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ଓ  ୧୨ରେ ନାମାଙ୍କନ…
Read More...

ପୌରାଞ୍ଚଳ ବସ୍ତି ଉନ୍ନୟନ ମହାସଂଘର ସମ୍ବର୍ଦ୍ଧନା ଉତ୍ସବ

ଭୁବନେଶ୍ୱର,: ପୌରାଞ୍ଚଳ ବସ୍ତି ଉନ୍ନୟନ ମହାସଂଘର ସମ୍ବର୍ଦ୍ଧନା ଉତ୍ସବ ଜୟଦେବ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ମହାସଂଘର ସଭାପତି ବଳରାମ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜୟ ଓଡିଶାର ଅଧ୍ୟକ୍ଷ ରୁଦ୍ର ନାରାୟଣ ସାମନ୍ତରାୟ,ସମ୍ମାନିତ ଅତିଥି ଭାବେ…
Read More...

ସଂସ୍କାର କେନ୍ଦ୍ର ଆନୁକୁଲ୍ୟରେ ସ୍ୱର୍ଗତ ବିନୟ ଦାସଙ୍କ ସ୍ମୃତି ଚାରଣ ସହ ବିଭିନ୍ନ ପ୍ରତିଯୋଗିତା ଏବଂ ପୁରସ୍କାର ବିତରଣ…

ଭୁବନେଶ୍ୱର, ୦୧/୦୫- ସହରାଞ୍ଚଳରେ ଭାଇଚାରା ଓ ବନ୍ଧୁତ୍ୱର ଏକ ଅପୂର୍ବ ନିଦର୍ଶନ ପ୍ରତିଫଳନ ସହ ସ୍ଥାନୀୟ ନୀଳାଦ୍ରିବିହାର ଠାରେ ସଂସ୍କାର କେନ୍ଦ୍ର ତଥା ସ୍ୱର୍ଗତ ବିନୟ ଦାସ ସ୍ମୃତି କମିଟି ଆନୁକୁଲ୍ୟରେ ୨୦୧୭ ମସିହାରେ ଏକ ଆକସ୍ମିକ ଘଟଣା କ୍ରମରେ ଇହଧାମ ତ୍ୟାଗ କରିଥିବା ଜଣେ ଭଦ୍ର, ଅମାୟିକ,…
Read More...

ଅସମାନତା ହ୍ରାସ କ୍ଷେତ୍ରରେ କିଟ୍‍ ବିଶ୍ୱରେ ୮ମ

ଭୁବନେଶ୍ୱର, : ଜାତିସଂଘ ସ୍ଥାୟୀ ବିକାଶ ଲକ୍ଷ୍ୟ- ଅସମାନତା ଦୂର କ୍ଷେତ୍ରରେ କିଟ୍‍ ବିଶ୍ୱବିଦ୍ୟାଳୟ ବିଶ୍ୱରେ ୮ମ ସ୍ଥାନରେ ରହିଛି । ନିକଟରେ ପ୍ରକାଶ ପାଇଥିବା ଟାଇମ୍‍ସ ହାଇଅର ଏଜୁକେସନ୍‍ର ଇମ୍ପାକ୍‍ଟ ରାଙ୍କିଙ୍ଗରେ କିଟ୍‍ ବିଶ୍ୱବିଦ୍ୟାଳୟକୁ ଏହି ରାଙ୍କ ପ୍ରଦାନ କରାଯାଇଛି । ପ୍ରତିବର୍ଷ…
Read More...

ସିଏସକେର ଛକା ଚୈ।କା ବର୍ଷା

ପୁଣେ,୧।୫: ସନରାଇଜର୍ସ ହାଇଦ୍ରାବାଦ୍‌ ବୋଲରଙ୍କ ସହ କେବଳ ଛକା ଓ ଚୌକାରେ କଥାବାର୍ତ୍ତା କରିଥିଲେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓପନର ଋତୁରାଜ ଗାଏକ୍ୱାଡ ଏବଂ ଡେଭନ କନଓ୍ବେ। ଆରମ୍ଭରୁ ଶେଷ ପର୍ଯ୍ୟନ୍ତ କୌଣସି ବୋଲରଙ୍କୁ କ୍ଷମା ଦେଲେ ନାହିଁ। ଏପରି କି ନିୟମିତ ୧୫୦ରୁ ଊର୍ଦ୍ଧ୍ୱ…
Read More...

ସିଂହଦ୍ଵାର ଗୁମୁଟରୁ ଡେଇଁ ମୃତ୍ୟୁ

ପୁରୀ,୧।୫: ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ଉପରୁ ଡେଇଁ ଜଣେ କିନ୍ନର ରବିବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ବଳରାମ ରାଉତ ଓ ଘର ନିମାପଡ଼ା ଅଞ୍ଚଳରେ ବୋଲି ଜଣାପଡିଛି। ତେବେ ସେ କେଉଁ ପରିସ୍ଥିତିରେ ଗୁମୁଟ ଉପରୁ ଡେଇଁଲେ ତାହା ଜଣାପଡି ନାହିଁ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗି ପ୍ରବଳ…
Read More...

ନାବାଳିକା ହତ୍ୟା ଘଟଣାର ସ୍କ୍ରିନ ରିକ୍ରେଶନ୍

ବରୀ,୧।୫(ବ୍ୟୁରୋ): ଯାଜପୁର ଜିଲା ବରୀ ବ୍ଲକ ଅନ୍ୟାସୀପୁର ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ପୋଲିସ ଗିରଫ ଅଭିଯୁକ୍ତଙ୍କ ରବିବାର ସିନ୍‌ ରିକ୍ରେଶନ କରାଇଛି। ଘଟଣାସ୍ଥଳରେ ଯାଜପୁର ଏସ୍‌ପି ରାହୁଲ ପି ଆର୍‌ ଉପସ୍ଥିତ ରହି ମାମଲାର ତଦନ୍ତ କରିଥିଲେ। ମାମଲାରେ ଅଭିଯୁକ୍ତ ସୁବ୍ରତ…
Read More...

ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ ଗିରଫ

ଭୁବନେଶ୍ୱର, ୧।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ରବିବାର ଗିରଫ ହୋଇଛନ୍ତି। ତିଲେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଏ ନେଇ ଦେବଗଡ଼ ଏସ୍‌ଡିପିଓ ସୂଚନା ଦେଇଛନ୍ତି। ବିଧାୟକଙ୍କୁ ଭୁବନେଶ୍ୱର କ୍ୱାର୍ଟର୍ସରୁ ଦେବଗଡ଼…
Read More...