banner
Breaking

ଗ୍ରୀଷ୍ମପ୍ରବାହ ନେଇ କୈାଣସି ବିପଦ ନାହିଁ: ବିଷ୍ଣୁପଦ ସେଠୀ

ଭୁବନେଶ୍ୱର, ୧।୫(ବ୍ୟୁରୋ): ସକାଳୁଆ ସ୍କୁଲ୍‌ ନେଇ ଗଣଶିକ୍ଷା ସଚିବ ବିଷ୍ଣୁପଦ ସେଠୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗ୍ରୀଷ୍ମପ୍ରବାହ ନେଇ କୈଣସି ବିପଦ ନାହିଁ। ସ୍କୁଲଗୁଡିକ ସକାଳ ୯ଟା ସୁଦ୍ଧା ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଛାତ୍ରୀଛାତ୍ର କ୍ଷତିଭରଣା ସହ…
Read More...

କେଶବ ରାଉତଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧ ଉତ୍ସବ

ଭୁବନେଶ୍ୱର : ପଟିଆ ଗ୍ରାମର ବରିଷ୍ଠ ମୁରବୀ, ଶାନ୍ତ ସରଳ, ନିଷ୍କପଟ, ଧର୍ମ ପରାୟଣ ତଥା ଉଦାର ହୃଦୟ ବ୍ୟକ୍ତିତ୍ବ ସ୍ବର୍ଗତ କେଶବ ରାଉତଙ୍କ ର ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଇଷ୍ଟ ଭିୟୁ ଆପାର୍ଟମେଣ୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସେ ଜଣେ ମେଳାପି, ପରୋପକାରୀ, ନିଷ୍ଠାପର ବ୍ୟକ୍ତି ଭାବରେ…
Read More...

୧୪ ଓ ୮ ନମ୍ବର ଓ୍ବାର୍ଡରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ଭୁବନେଶ୍ୱର ମହାେଗର ନିଗମ ଅର୍ନ୍ତଗତ ୧୪ ଓ୍ବାର୍ଡର ନୀଳାଦ୍ରି ବିହାର ଓ ୮ ନମ୍ବର ଓ୍ବାର୍ଡର ହାଉସି଼୍°ବୋର୍ଡ କଲୋନୀ ଏବଂ ଡିଷ୍ଟିକ୍ଟ ସେଣ୍ଟର ଠାରେ ୨. ୫ କୋଟି ବୟ ଅଟକଳରେ ବିଭିନ୍ନ ରାସ୍ତା ଓ ଡ୍ରେନ କାମର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଓ…
Read More...

ଉତ୍କଳ ବିଶ୍ୱବିଦ୍ୟାଳୟର ୫୧ତମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର, ୧।୫(ବ୍ୟୁରୋ): ଶୃଙ୍ଖଳା, ତ୍ୟାଗ ଓ ଉତ୍ସର୍ଗୀକୃତ ମନୋଭାବ ହିଁ ସଫଳତାର ଚାବିକାଠି। ଶ୍ରେଷ୍ଠ ପ୍ରଦର୍ଶନ ସହ ନିଜର ପ୍ରତିଭା ଓ ଦକ୍ଷତା ବିକାଶ ପାଇଁ ଛାତ୍ରୀଛାତ୍ର ଏହି ୩ଟି ସୂତ୍ର ଉପରେ ଗୁରୁତ୍ୱ ଦେବା ଉଚିତ। ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନରେ ଶିକ୍ଷକମାନେ ଗୁରୁତ୍ୱପୂର୍ଣ୍ଣ…
Read More...

ବିଜେଡି ସବୁବେଳେ ସ୍ବାଧୀନ ରହିବାକୁ ପସନ୍ଦ କରେ: ନବୀନ

ନୂଆଦିଲ୍ଲୀ,୧।୫: ଆଗାମୀ ଲୋକ ସଭା ଏବଂ ରାଷ୍ଟ୍ରପତି ନିର୍ବାଚନକୁ ନେଇ ବିଜେଡିର ଯୋଜନା ସମ୍ପର୍କରେ ଦଳ ସଭାପତି ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାପିଚୁପି ମତ ରଖିଛନ୍ତି। ପ୍ରସ୍ତାବିତ ତୃତୀୟ ସାମ୍ମୁଖ୍ୟ ନେଇ ପ୍ରଶ୍ନ ହେବାରୁ ନିର୍ବାଚନ ବହୁତ ଡେରି ଅଛି, ସମୟ ଆସିଲେ ଆମେ ଏନେଇ…
Read More...

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ୯ ଓଏଏସ୍‌ ଅଫିସରଙ୍କ ବଦଳି କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି। ଏହି ଅନୁଯାୟୀ, ବରିଷ୍ଠ ଓଏଏସ୍‌ ମନୋରଞ୍ଜନ ମଲ୍ଲିକଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ସଚିବ ଭାବେ ଅବସ୍ଥାପିତ…
Read More...

ସେ ୨ରୁ ସକାଳ ୬ଟାରୁ ୯ଟା ସ୍କୁଲ

ଭୁବନେଶ୍ୱର,୩୦।୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପୁଣି ଥରେ ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ମେ’ ୨ ତାରିଖରୁ ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ତୃତୀୟରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପିଲା ସକାଳ ୬ରୁ ସ୍କୁଲ ଆସିବେ। ଗଣଶିକ୍ଷା ବିଭାଗ…
Read More...

ପ୍ରେମ ପାଗଳୀ ହୋଇ ବନ୍ଧା ହେଲେ

ଭୁବନେଶ୍ୱର, ୩୦।୪ (ବ୍ୟୁରୋ): ପ୍ରେମରେ ଅନ୍ଧ ହୋଇ ଏକ ଘରୋଇ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନର ୯୭ଲକ୍ଷ ଟଙ୍କା ହଡ଼ପ କରିଥିଲେ ମହିଳା ଆକାଉଣ୍ଟାଣ୍ଟ। ଉକ୍ତ ଟଙ୍କାକୁ ପ୍ରେମିକଙ୍କ ପାଖକୁ ପଠାଇ ନିଜ ସ୍ବପ୍ନକୁ ସାକାର କରିବାକୁ ଚାହିଁ ବସିଥିଲେ। ହେଲେ ଯାହା ପାଇଁ ମାଲିକଙ୍କ ବିଶ୍ୱାସରେ ବିଷ…
Read More...

ଆସୁଛି ବାତ୍ୟା, ୯ ରୁ ବର୍ଷା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖରେ ଆସନ୍ତା ମେ’ ୫ରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୯ ତାରିଖ ବେଳକୁ ବାତ୍ୟା ରୂପ…
Read More...

ଆଇପିଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ ହୋଇଛି। ଶୁକ୍ରବାର ରାଜ୍ୟ ସରକାର ଏଭଳି ଅଦଳବଦଳ କରିଛନ୍ତି। କଟକ ଓ ଭୁବନେଶ୍ୱର ଡିସିପିଙ୍କୁ ବଦଳି କରାଯାଇଛି। କଟକର ନୂଆ ଡିସିପି ଭାବେ ପିନାକ ମିଶ୍ରଙ୍କୁ ନିଯୁକ୍ତି କରାଯାଇଥିବା ବେଳେ ଭୁବନେଶ୍ୱର ନୂଆ ଡିସିପି ଭାବେ ପ୍ରତୀକ…
Read More...