banner
Breaking

ଆସୁଛି ଲଘୁଚାପ ଛାତିରୁ ମିଳିବ ତ୍ରାହି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ସାରା ସହର । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ତାତିରେ ଅସ୍ତବ୍ୟସ୍ତ ହୋଇପଡ଼ୁଛି ଜନଜୀବନ। ଆଗାମୀ ୨ ଦିନ ଯାଏ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ହେଲେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ଦାନା…
Read More...

ଆହୁରି ଦୁଇଦିନ ତାତି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ତାତିରେ କଲବଲ ହୋଉଛନ୍ତି ଲୋକେ। ତେବେ ୨ଦିନ ମଧ୍ୟରେ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଶନିବାର ପର୍ଯ୍ୟନ୍ତ ୧୧ ଜିଲାକୁ ଗ୍ରୀଷ୍ମ ପ୍ରବାହ…
Read More...

ଆଜି ରିଲିଜ ହେବ ହିରୋପନ୍ଥି ୨

ବଲିଉଡ୍‌ ଷ୍ଟାର୍‌ ଟାଇଗର ଶ୍ରଫ ଏବଂ ତାରା ସୁତାରିଆଙ୍କ ଅଭିନୀତ ଫିଲ୍ମ ‘ହେରୋପନ୍ଥି- ୨’ ଶୁକ୍ରବାର ରିଲିଜ୍‌ ହେବାକୁ ଯାଉଛି। ଅହମ୍ମଦ ଖାନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମକୁ ପ୍ରମୋଶନ ପାଇଁ ସମସ୍ତେ ଲାଗି ପଡିଛନ୍ତି। ବର୍ତ୍ତମାନ ଫିଲ୍ମର ଗୀତଗୁଡ଼ିକ ମଧ୍ୟ ରିଲିଜ୍‌ ହୋଇସାରିଛି । ତେବେ…
Read More...

ଆଜିଠାରୁ ପଶ୍ଚିମ ଦ୍ଵାର ପେଟରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ

ପୁରୀ,୨୯।୪: ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ ଦର୍ଶନ ବ୍ୟବସ୍ଥା ଶୁକ୍ରବାରଠାରୁ ଆରମ୍ଭ ହେବ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମେତ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ରଥ ନିର୍ମାଣ ପାଇଁ ସିଂହଦ୍ୱାର ସମ୍ମୁଖରେ କାର୍ଯ୍ୟ ହେବାକୁ ଥିବାରୁ ଗହଳି…
Read More...

ଆଜିଠାରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୨୯/୪(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଶୁକ୍ରବାରଠାରୁ ମାଟ୍ରିକ ପରୀକ୍ଷା(ସମେଟିଭ ଆସେସମେଣ୍ଟ-୨) ଆରମ୍ଭ ହେବ। ୩ ହଜାର ୫୪୦ ପରୀକ୍ଷା କେନ୍ଦ୍ରରେ ମୋଟ ୫ଲକ୍ଷ ୮୫ ହଜାର ୭୩୦ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସେଥିରୁ ୨୧୫ଟି କେନ୍ଦ୍ରରେ ରାଜ୍ୟ ମୁକ୍ତ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସତ୍ୟଭାମାପୁରରେ ଉତ୍କଳ ଗୌରବ ମଧସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ଲୋକାର୍ପିତ

କଟକ : ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁର ଠାରେ 'ଉତ୍କଳ ଗୌରବ ମଧୁସୁଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର' ( Museum & Interpretation Centre ) ଲୋକାର୍ପିତ…
Read More...

କରୋନାଯୋଦ୍ଧାଙ୍କ ବୀମା ଆଉ ୬ ମାସ ବୃଦ୍ଧି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପୁଣିଥରେ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ବୀମାର ଅବଧିକୁ ଆଉ ୬ମାସ ଲାଗି ବୃଦ୍ଧି କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ…
Read More...

ରାଜଧାନୀରେ ପୁଣି ଅଭାବନୀୟ ଘଟଣା, ବାପା,ମା ଓ ଝିଅର ମୃତ ଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀରେ ପୁଣି ଅଭାବନୀୟ ଘଟଣା।ବନ୍ଦ ଘରୁ ମିଳିଲା ୩ ମୃତଦେହ । ୧୫ମାସର ଶିଶୁ କନ୍ୟାକୁ ହତ୍ୟା ପରେ ଝୁଲି ପଡିଲେ ବାପା ଓ ମା। ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ୱର ପ୍ଲଟ ନମ୍ପର ୧୫୦୮ରେ ଦେଖିବାକୁ ମିଳିଛି ଏପରି ଘଟଣା। ବୁଧବାର ରାତି ପ୍ରାୟ ୯ଟା ୩୦ସମୟର ତିନି ମୃତ ଦେହକୁ…
Read More...

କଣ୍ଟିଲୋ ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ । ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା…
Read More...

ଜାମିନରେ ମୁକୁଳିଲେ ପ୍ରଶାନ୍ତ ଜଗଦେବ

ଖୋର୍ଦ୍ଧା,୨୭।୪: ଜାମିନରେ ମୁକୁଳିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ୭ ଦିନିଆ ଅନ୍ତରୀଣ ଜାମିନରେ ବାଣପୁର ଉପକାରାଗାରରୁ ମୁକୁଳିଛନ୍ତି। ଗତ ଏପ୍ରିଲ ୨୨ ତାରିଖରେ ହାଇକୋର୍ଟରୁ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ ମିଳିଥିଲା। ତେବେ ସ୍ବାସ୍ଥ୍ୟଜନିତ…
Read More...