banner
Breaking

“ମେ ୪ ଠାରୁ ଜନତା ମଇଦାନରେ ମହିଳା ବିଜନେସ୍ ମେଳା ୨୦୨୨”

ଭୁବନେଶ୍ୱର : ମହିଳା ଉଦ୍ୟୋଗୀମାନଙ୍କ ପାଇଁ ଗତ ଜାନୁୟାରୀ ୨୦୨୦ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ଇଣ୍ଡିଆନ ଚାମ୍ବର ଅଫ କମର୍ସର ୱିମେନ୍ ଏଣ୍ଟରପ୍ରିନ୍ୟୁରସିପ୍ କାଉନ୍‌ସିଲ୍ ଇତି ମଧ୍ୟରେ ଶତାଧିକ ମହିଳା ସଦସ୍ୟ ସଂଖ୍ୟାର ମାଇଲଖୁଣ୍ଟ ଅତିକ୍ରମ…
Read More...

ମାଟ୍ରିକ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ରେଗୁଲାର ପିଲାଙ୍କ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବେଳେ ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ସେକେଣ୍ଡ ସିଟିଂରେ…
Read More...

ଉଠା ଦୋକାନୀଙ୍କ ପାଇଁ କେନ୍ଦ୍ରର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ଜମ୍ମୁ କଶ୍ମୀରରେ ହାଇଡ୍ରୋ ପ୍ରକଳ୍ପ ନିର୍ମାଣ…
Read More...

ସକାରାତ୍ମକ ଚିନ୍ତାଧାରା ଓ ସୂର୍ଯ୍ୟନଶୀଳତା ହିଁ ମାନସିକ ସୁସ୍ଥତାର ଏକ ମାତ୍ର ରହଷ୍ୟ

ଭୁବନେଶ୍ୱର,୨୬/୪(ବ୍ୟୁରୋ): ମୋ କଲେଜ’ ଅଭିଯାନ ଅଧୀନରେ ବକ୍ସି ଜଗବନ୍ଧୁ ସ୍ଵୟଂଶାସିତ ମହାବିଦ୍ୟାଳୟରେ ମଙ୍ଗଳବାର 'ମାନସିକ ସୁସ୍ଥତା ଏବଂ ଆଜିର ଯୁବପିଢ଼ି’ ଶୀର୍ଷକ ଜାତୀୟସ୍ତରୀୟ ସେମିନାର ଆୟୋଜିତ ହୋଇଛି। ଛାତ୍ରଛାତ୍ରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ମାନସିକ ସମସ୍ୟା ଏବଂ ଏହାକୁ କିପରି…
Read More...

ଏବେ ବଢୁଛି ବାଇଗଣି ରଶ୍ମି, ଚର୍ମ କର୍କଟ ହେବାର ଆଶଙ୍କା

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- କିଛି ଦିନ ହେବ ତତଲା ତାଓ୍ବାରେ ସିଝୁଛି ସାରା ଓଡ଼ିଶା। ପରିବେଶ ପ୍ରଦୂଷଣ ଏବଂ ସବୁଜ ବଳୟ ନଷ୍ଟ ଗ୍ରୀଷ୍ମର ପ୍ରକୋପକୁ ଆହୁରି ବଢ଼ାଇ ଦେଇଛି। ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଯୋଗୁ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସୂର୍ଯ୍ୟଙ୍କ ନିକଟରୁ ଆସୁଥିବା ଅଲଟ୍ରାଭାଓଲେଟ…
Read More...

କଲବଲ କରୁଛି ତାତି

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ସମଗ୍ର ରାଜ୍ୟକୁ କଲବଲ କରୁଛି ତାତି। ମଙ୍ଗଳବାର ରାଜ୍ୟର ୨୪ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଛି। ସେଥିରୁ ୧୪ଟି ସ୍ଥାନରେ ପାରଦ ୪୨ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ୯ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ…
Read More...

ଚତୁର୍ଥ ଲହରରେ ସାବଧାନ ପାଇଁ ବିଶେଷଜ୍ଞଙ୍କ ମନ୍ତ୍ର

ନୂଆଦିଲ୍ଲୀ/ଜେନେଭା, ୨୬।୪ : ଦିଲ୍ଲୀ-ଏନସିଆରରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥର ଛୋଟ ପିଲାମାନେ ମଧ୍ୟ ବହୁ ସଂଖ୍ୟାରେ କରୋନା ସଂକ୍ରମିତ ହେଉଛନ୍ତି। ନୋଏଡା ଏବଂ ଗାଜିଆବାଦରେ ହାରାହାରି ୧୦ ଜଣ ପିଲା ପ୍ରତିଦିନ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏଭଳି ପରିସ୍ଥିତିରେ,…
Read More...

୬ ରୁ ୧୨ ବର୍ଷ ପିଲାଙ୍କୁ ମିଳିବ ଟିକା

ନୂଆଦିଲ୍ଲୀ,୨୬।୪: ଦେଶରେ ଏବେ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଏଭଳି ସ୍ଥିତିରେ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ୬ରୁ ୧୨ ବର୍ଷ ପିଲାଙ୍କୁ କୋଭିଡ଼ ଟିକା ମିଳିବ। ତେବେ ପିଲାଙ୍କୁ ଭାରତ ବାୟୋଟିକ୍‌ ଦ୍ୱାରା ପ୍ରସ୍ତୁତ ‘କୋଭାକ୍ସିନ’ ଟିକା ଦେବାକୁ ଡିସିଜିଆଇ ପକ୍ଷରୁ ଅନୁମତି ମିଳିଛି।…
Read More...

ନିଷ୍ଠାର ସହ ଲୋକମାନଙ୍କ କାମ କର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଲୋକସେବା ଭବନରେ ସୋମବାର ନବନିର୍ବାଚିତ ମେୟର ଏବଂ ପୌରାଧ୍ୟକ୍ଷମାନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‘ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି’ ଶୀର୍ଷକ କର୍ମଶାଳାକୁ ଉଦଘାଟନ କରି ନିଜ ନିଜ ସହରରେ ନିଷ୍ଠାର ସହ କାମ କରିବାକୁ ମେୟର ଏବଂ…
Read More...

ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ,୨୫।୪: ବିଶିଷ୍ଟ ସାହିତି୍ୟକା ତଥା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ସୋମବାର ଶେଷକୃତ୍ୟ ସମ୍ପନ୍ନ ହୋଇଛି। କଟକ ସତୀଚଉରା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି। କଟକ ଜିଲାପାଳ ଭବାନୀ ଶଙ୍କର ଚୟିନୀ, ଡିସିପି ପ୍ରତିକ ସିଂହ, ଚୌଦ୍ୱାର-କଟକ ପୂର୍ବତନ…
Read More...