ପାଞ୍ଚ ଦିନ ପାଇଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି
ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲ୍ ମଙ୍ଗଳବାରଠାରୁ ୫ ଦିନ ଛୁଟି। ଏ ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ କାଲିଠାରୁ ଆସନ୍ତା ୩୦ ପର୍ଯ୍ୟନ୍ତ ଛୁଟି ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ…
Read More...
Read More...