ଶାଇ ଛକରେ ଭ୍ରାମ୍ୟମାଣ ଜଳଛତ୍ର ଉଦ୍ଘାଟିତ
ଭୁବନେଶ୍ୱର, ୨୧/୪(ବ୍ୟୁରୋ): ଶ୍ରୀ ଶିରିଡି ସାଇ ଟ୍ରଷ୍ଟ ପକ୍ଷରୁ ଭ୍ରାମ୍ୟମାଣ ଜଳଛତ୍ର ପଟିଆସ୍ଥିତ ଶିରିଡି ସାଇ ଛକ ଠାରେ ଉଦ୍ଘାଟିତ ହୋଇଯାଇଛି । ଟ୍ରଷ୍ଟର ଅଧ୍ୟକ୍ଷ ତଥା ୧ ନମ୍ବର ୱାର୍ଡର କର୍ପୋରେଟର ମିହିର ରାଉତଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱରର ମେୟର…
Read More...
Read More...