banner
Breaking

ଡେଙ୍ଗୁ ପାଇଁ ସରକାରଙ୍କ ନୂତନ ପଦକ୍ଷେପ

ଭୁବନେଶ୍ୱର: ରାଜଧାନୀରେ ଦୃତ ଗତିରେ ବ୍ୟାପୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ୪ଟି ଯାକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଖୋଲିବ ଡେଙ୍ଗୁ ୱାର୍ଡ। ପ୍ରତି ଅର୍ବାନ ସିଏଚସିରେ ୧୦ଟି ଲେଖାଏଁ ଶଯ୍ୟା ରହିବ। ରାଜଧାନୀରେ ଡେଙ୍ଗୁ ବଢ଼ିବା ପରେ ଜନସ୍ୱାସ୍ଥ୍ୟ…
Read More...

ବୁଦ୍ଧ ଆର୍ଟ ଗ୍ୟାଲେରୀରେ ଫଟୋ ପ୍ରଦର୍ଶନୀ ଉଗଘାଟିତ

ଭୁବନେଶ୍ୱର : ବିଶ୍ୱ ଫଟୋଗ୍ରାଫି ଦିବସ ଅବସରରେ ନୀଳାଦ୍ରିବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀ ଠାରେ ଫଟୋ ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଆଇ ଏ ଏସ୍ ଅରବିନ୍ଦ ବେହେରା ଓ ଯୁଗଳ କିଶୋର ମହାପାତ୍ର ଯୋଗଦେଇ ଉଦଘାଟନ କରିଥିଲେ । ଐତିହ ଓ ପ୍ରକୃତି ଉପରେ…
Read More...

ଇତିହାସ ରଚିବାକୁ ଯାଉଛି ଚନ୍ଦ୍ରାୟାନ-୩

ନୂଆଦିଲ୍ଲୀ : ଇତିହାସ ରଚିବାକୁ ଯାଉଛି ଚନ୍ଦ୍ରାୟାନ-୩। ବୁଧବାର ଚନ୍ଦ୍ରାୟାନ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟର ଚନ୍ଦ୍ର କକ୍ଷପଥକୁ ପ୍ରବେଶକୁ ସଫଳତାର ସହ ସମାପ୍ତ କରିଛି। ଚନ୍ଦ୍ରାୟନ ଏବେ ଚନ୍ଦ୍ରର ଆହୁରି ନିକଟତର ହୋଇଛି। ଇସ୍ରୋ ପକ୍ଷରୁ ଟ୍ବିଟ୍‌ କରି କୁହାଯାଇଛି ଯେ, ଚନ୍ଦ୍ରାୟାନର ଗତି…
Read More...

ଫେବୃୟାରୀ ୧୪ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : ୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର ଏକାଡେମିକ କ୍ୟାଲେଣ୍ଡର ପ୍ରକାଶ ପାଇଛି। ସିଏଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ଦ୍ୱିତୀୟ ବର୍ଷ ବା ଦ୍ବାଦଶ ଶ୍ରେଣୀ ବାର୍ଷିକ ଥିଓରୀ ପରୀକ୍ଷା ଆସନ୍ତା ଫେବୃୟାରୀ ୧୪ରୁ…
Read More...

ଲକ୍ଷ୍ମୀ ବଜାର ଟ୍ରଷ୍ଟ ପକ୍ଷରୁ ୭୭ତମ ସ୍ବାଧୀନତା ଦିବସ ପାଳିତ

ଭୁବନେଶ୍ୱର: ନୀଳାଦ୍ରିବିହାର ସେକ୍ଟର ୧ ଛକ ଠାରେ ଲକ୍ଷ୍ମୀ ବଜାର ଟ୍ରଷ୍ଟ ପକ୍ଷରୁ ୭୭ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ସଭାପତି ତାରକ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କର୍ପୋରେଟର ମୋନାଲିସା ସାହୁ ଯୋଗଦେଇ ପତାକା ଉତ୍ତୋଳନ…
Read More...

ନୀଳାଦ୍ରିବିହାର ବରିଷ୍ଠ ନାଗରିକ ଟ୍ରଷ୍ଟ ପକ୍ଷରୁ ୭୭ତମ ସ୍ୱାଧୀନତା ଦିବସ ପାଳିତ

ଚନ୍ଦ୍ରଶେଖରପୁର : ନୀଳାଦ୍ରିବିହାର ବରିଷ୍ଠ ନାଗରିକ ଟ୍ରଷ୍ଟ ପକ୍ଷରୁ ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୁବନେତା ମନୋଜ କୁମାର ସାହୁ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଟ୍ରଷ୍ଟର ସଭାପତି ତଥା ପୂର୍ବତନ ସେନା ଅଧିକାରୀ ସାଧୁ ଚରଣ ସାମନ୍ତରାୟଙ୍କ ସଭାପତିତ୍ୱରେ…
Read More...

ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିବାଦନ ଗ୍ରହଣ ଓ ଓଡ଼ିଶା ବାସୀଙ୍କୁ ସମ୍ବୋଧନ

ଭୁବନେଶ୍ୱର : ଆଜି ସମଗ୍ର ଦେଶ ୭୭ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛି। ସ୍ବାଧୀନତା ଦିବସ ଅବସରରେ ରାଜ୍ୟରେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ରାଜଧାନୀର ୟୁନିଟ-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଉତ୍ସବରେ…
Read More...

ଲାଲକିଲାରୁ ମୋଦିଙ୍କ ଆହ୍ବାନ, ପୁଣି ଆସିବି

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୭ ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏଥିସହ ଭାରତକୁ ମୁକ୍ତ କରିଥିବା ସ୍ବାଧୀନତା ସଂଗ୍ରାମର ଶହୀଦ ତଥା ସଂଗ୍ରାମୀମାନଙ୍କୁ ପ୍ରଣାମ ଜଣାଇଛନ୍ତି। ହିଂସା ନିଆଁରେ ଜଳୁଥିବା ମଣିପୁରରେ ଶାନ୍ତି ପାଇଁ…
Read More...

ପାଇକ ବିଦ୍ରୋହ ପାଇଁ ଖୋର୍ଦ୍ଧା ମାଟି ସ୍ମରଣୀୟ ହୋଇ ରହିବ

ଭୁବନେଶ୍ୱର : ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ବିଜେବି ହାଇସ୍କୁଲ ପଡିଆଠାରେ ୭୭ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ ଗ୍ରହଣ କରିଥିଲେ। ପାଇକ ବିଦ୍ରୋହ…
Read More...

ଦେଶଭକ୍ତିର ପରମ ପୁଲକରେ ଏମ୍ସ ଭୁବନେଶ୍ୱରରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର : ଦେଶଭକ୍ତିର ପରମ ପୁଲକରେ ଏମ୍‌ସ ଭୁବନେଶ୍ୱରରେ ପାଳିତ ହୋଇଛି ୭୭ତମ ସ୍ୱାଧୀନତା ଦିବସ। ଏହି ଜାତୀୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଡ. ବିଶ୍ବାସ ସ୍ୱାସ୍ଥ୍ୟ,…
Read More...