banner
Breaking

ବିଜେବି କଲେଜରେ ଜାଲ୍ ସାର୍ଟିଫିକେଟରେ ୮ ଜଣ ଛାତ୍ରଛାତ୍ରୀ

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟର ଅନ୍ୟତମ ପ୍ରତିଷ୍ଠିତ କଲେଜ ଭୁବନେଶ୍ୱରର ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ୮ଜଣ ଛାତ୍ରୀଛାତ୍ର ଜାଲ୍‌ ଦିବ୍ୟାଙ୍ଗ ସାର୍ଟିଫିକେଟ୍‌ ଦେଇ ନାମ ଲେଖାଇଥିବା ଜଣାପଡ଼ିଛି। ଗତ ୩ ବର୍ଷ ମଧ୍ୟରେ ଏହି ୮ଜଣ ଛାତ୍ରୀଛାତ୍ର କଲେଜରେ ନାମ ଲେଖି ପାଠ ପଢୁଥିବା ବେଳେ…
Read More...

ମୋଦିଙ୍କୁ ଭେଟିଲେ ଅପରାଜିତା

ଭୁବନେଶ୍ୱର,୬ା୪(ବ୍ୟୁରୋ): ନୂଆଦିଲ୍ଲୀଠାରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭୁବନେଶ୍ୱର ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଭେଟିଛନ୍ତି। ସେ ଏକାକୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର ଫଟୋ ମଙ୍ଗଳବାର ଟୁଇଟରରେ ଶେୟାର କରଛନ୍ତି। ଏଥିସହ ସେ ଲେଖିଛନ୍ତି ବିଭିନ୍ନ ପ୍ରସଙ୍ଗରେ…
Read More...

ମାନବ୍ୟର ମୁଖ୍ୟମନ୍ତ୍ରୀ ନବୀନ ପନାୟକଙ୍କ ଦ୍ୱାରା ଉତ୍କଳ ହସ୍ପିଟାଲ୍ କମ୍ପ୍ରେନ୍‌ସିଭ୍ କ୍ୟାନ୍‌ସର୍ ସେଂଟର ଉଦଘାଟିତ

ଭୁବନେଶ୍ୱର,୫/୪(ବ୍ୟୁରୋ): ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପନାୟକ ଆଜି ଉତ୍କଳ ହସ୍ପିଟାଲ୍ କମ୍ପ୍ରେନ୍‌ସିଭ୍ କ୍ୟାନସର ସେଂଟରକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ଉତ୍କଳ ହସ୍ପିଟାଲର ଅଧ୍ୟକ୍ଷ ଶ୍ରୀଯୁକ୍ତ ଏ କେସାମଲ, ପରିଚାଳନା ନିର୍ଦେଶକ, ଶ୍ରୀଯୁକ୍ତ ପ୍ରଜ୍ଞାନ ଘଡ଼େଇ ଓ ସିଓଓ,…
Read More...

ଶହୀଦ୍ କ୍ୟାପଟେନ୍ ଆଶୁତୋଷ କୁମାରଙ୍କ ପ୍ରତିମୂର୍ତ୍ତି ସ୍ଥାପନ

ଭୁବନେଶ୍ୱର,୫/୪(ବ୍ୟୁରୋ): ମରଣୋତ୍ତର ସୂର୍ଯ୍ୟଚକ୍ରରେ ସମ୍ମାନିତ ଭୁବନେଶ୍ବର ସୈନିକ ସ୍କୁଲର ପୂର୍ବତନ ଛାତ୍ର ଶହୀଦ୍ କ୍ୟାପଟେନ୍ ଆଶୁତୋଷ କୁମାରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ସୈନିକ ସ୍କୁଲ ପ୍ରାଙ୍ଗଣରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶହୀଦ୍…
Read More...

ଏମ୍‌ସ ଭୁବନେଶ୍ୱରରେ ଇଣ୍ଡିଆନ୍ ସୋସାଇଟି ଅଫ୍ ପେରିଫେରାଲ୍ ସ୍ନାୟୁ ସର୍ଜରୀର ୧୦ମ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ

ଭୁବନେଶ୍ୱର, ୫/୪ : ଏମ୍‌ସ ଭୁବନେଶ୍ୱରର ନ୍ୟୁରୋ ସର୍ଜରୀ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗ ପକ୍ଷରୁ ଇଣ୍ଡିଆନ୍ ସୋସାଇଟି ଅଫ୍ ପେରିଫେରାଲ୍ ନର୍ଭ ସର୍ଜରୀ (ଆଇଏସପିଏନଏସ) ର ୧୦ମ ବାର୍ଷିକ ସମ୍ମିଳନୀ ସଫଳତାପୂର୍ବକ ଆୟୋଜିତ ହୋଇଯାଇଛି। ରବିବାର ଦିନ ସମାପ୍ତ ହୋଇଥିବା ଏହି ଦୁଇଦିନିଆ…
Read More...

ପଡିଆରୁ ମିଳିଲା ମହିଳାଙ୍କ ମୃତ ଦେହ

ଫୁଲନଖରା,୫।୪:(ବ୍ୟୁରୋ): କଟକ ସଦର ଥାନା ଅଧୀନ ଅରିଲୋ ମେଳନ ପଡ଼ିଆରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ ଅରିଲୋ ଗ୍ରାମର ହେମଲତା ପାଣିଗ୍ରାହୀ(୫୧)। ମିଳିଥିବା ସୂଚନା ମୁତାବକ, ହେମଳତାଙ୍କ ସ୍ବମୀ ଭୀମସେନ ପାଣିଗ୍ରାହୀ ଓ ପୁଅ ବିକାଶ ପରିବା ବ୍ୟବସାୟ କରି ସୋମବାର…
Read More...

ନକଲି ଡାକ୍ତରଙ୍କ ଅସଲି ସ୍ତ୍ରୀ ଗିରଫ

ଭୁବନେଶ୍ୱର,୫।୪(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଅସଲି ସ୍ତ୍ରୀଙ୍କୁ ଗିରଫ କରାଯାଇଛି। ରମେଶଙ୍କ ଦ୍ୱିତୀୟ ସ୍ତ୍ରୀ କମଳା ତୀର୍କିକୁ ଝାଡଖଣ୍ଡରୁ କମିଶନରେଟ ପୋଲିସ ଗିରଫ କରିଛି। ଠକେଇ ମାମଲାରେ କମଳା ମାଷ୍ଟରମାଇଣ୍ଡ ଥିବା ଜଣାପଡ଼ିଛି । କମଳା ପାରାଦୀପରେ ଡାକ୍ତରାଣୀ ଥିଲେ । ଅଧିକ…
Read More...

ରାଜଧାନୀରେ ପୁଣି ମାତିଲେ ଏଟିଏମ୍ ଲୁଟେରା

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜଧାନୀରେ ପୁଣି ମାତିଲେ ଏଟିଏମ୍‌ ଲୁଟେରା। ସୋମବାର ବିଳମ୍ବିତ ରାତିରେ ଶିଶୁପାଳଗଡ଼ ଇନ୍ଦିରାକଲୋନୀ ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌ ହୋଇଛି। ଟଙ୍କା ନ ବାହାରିବାରୁ ଏଟିଏମ୍‌ ମେସିନକୁ ଘୋଷାଡି ଘୋଷାଡି କିଛିବାଟ ନେଇ ଯାଇଥିଲେ ଦୁର୍ବୃତ୍ତ । ପରେ ମେସିନ୍‌ କାଟି…
Read More...

ସୁପ୍ରିମକୋର୍ଟରେ ପ୍ରତ୍ୟକ୍ଷ ଶୁଣାଣି ଆରମ୍ଭ

ନୂଆଦିଲ୍ଲୀ,୫ା୪: ପ୍ରାୟ ୨ ବର୍ଷ ହେଲା ସୁପ୍ରିମକୋର୍ଟରେ ବନ୍ଦ ଥିବା ପୂର୍ଣ୍ଣ ପ୍ରତ୍ୟକ୍ଷ ଶୁଣାଣି ସୋମବାର ଆରମ୍ଭ ହୋଇଛି। କୋଭିଡ୍‌ ମହାମାରୀ ଯୋଗୁ ୨୦୨୦ ମାର୍ଚ୍ଚଠାରୁ ଭର୍ଚୁଆଲ୍‌ ମୋଡ୍‌ରେ ବିଭିନ୍ନ ମାମଲାର ଶୁଣାଣି କରାଯାଉଥିଲା। ତେବେ ଗତବର୍ଷ ଅକ୍ଟୋବରରୁ ସର୍ବୋଚ୍ଚ ଅଦାଲତରେ ଆଂଶିକ…
Read More...

୭,୮,୯ ରେ ଡେପୁଟି ମେୟର ପାଇଁ ନିର୍ବାଚନ

ଭୁବନେଶ୍ୱର,୫।୪(ବ୍ୟୁରୋ):୧୦୫ ପୌରସଂସ୍ଥାର ଉପାଧ୍ୟକ୍ଷ ଓ ୩ ମହାନଗର ନିଗମର ଡେପୁଟି ମେୟର ପଦବୀ ନିମନ୍ତେ ଚଳିତ ମାସ ୭ ତାରିଖରେ ପରୋକ୍ଷ ଭାବେ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ସୋମବାର ଏ ସମ୍ପର୍କରେ ସବୁ ଜିଲାପାଳ ଓ ସମ୍ପୃକ୍ତ ନିର୍ବାଚନ ଅଧିକାରୀଙ୍କୁ ଅବଗତ…
Read More...