banner
Breaking

ବିଏମସି ନିର୍ବାଚନ ପାଇଁ କ°ଗ୍ରେସର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର,୪।୩(ବ୍ୟୁରୋ): ବିଏମ୍‌ସି ନିର୍ବାଚନ ଲାଗି କଂଗ୍ରେସ ଶୁକ୍ରବାର ପ୍ରଥମ ପର୍ଯ୍ୟାୟରେ ନିଜର ମେୟର ପ୍ରାର୍ଥୀଙ୍କ ସହ ୩୦ଜଣ କର୍ପୋରେଟଙ୍କ ନାମ ଘୋଷଣା କରିଛି। ପୂର୍ବାହ୍ନରେ ମଧୁସ୍ମିତା ଆଚାର୍ଯ୍ୟଙ୍କୁ ଦଳ ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଥିବାବେଳେ ସାରେ ପ୍ରଥମ ପର୍ଯ୍ୟାୟରେ ୩୦ଟି…
Read More...

ଏପ୍ରିଲ ୨୫ରୁ ଆସିଏସଇ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୪।୩(ବ୍ୟୁରୋ): ସିଆଇଏସ୍‌ସିଇ ଦ୍ୱାରା ପରିଚାଳିତ ଆଇସିଏସ୍‌ଇ(ଦଶମ) ଓ ଆଇଏସ୍‌ସି (ଦ୍ୱାଦଶ) ସେମିଷ୍ଟର-୨ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହେବ। ଦଶମ ପରୀକ୍ଷା ୨୫ରୁ ଆରମ୍ଭ ହୋଇ ମେ’ ୨୩ ରେ ସରିବ। ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ଆରମ୍ଭ ହେବ ଓ ଏହାର ଅବଧି ଦେଢ଼ଘଣ୍ଟା ଧାର୍ଯ୍ୟ…
Read More...

ଏମ୍‌ସ ଭୁବନେଶ୍ୱରରେ ବାର୍ଦ୍ଧକ୍ୟ ରୋଗ ଜନିତ ଚିକିତ୍ସା ନିମନ୍ତେ ସ୍ୱତନ୍ତ୍ର କ୍ଲିନିକ୍‌ କାର୍ଯ୍ୟକ୍ଷମ

ଭୁବନେଶ୍ୱର : ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟସେବା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ସହିତ ବାର୍ଦ୍ଧକ୍ୟ ରୋଗ ଜନିତ ଚିକିତ୍ସା ନିମନ୍ତେ ଏମ୍‌ସ ଭୁବନେଶ୍ୱରର ମେଡିସିନ୍‌(ଭେଷଜ) ବିଭାଗ ପକ୍ଷରୁ ଏକ ସ୍ୱତନ୍ତ୍ର କ୍ଲିନିକ୍ ସେବା ଆରମ୍ଭ କରିଛି। ଚଳିତ ମାସ ପହିଲାରୁ କାର୍ଯ୍ୟାରମ୍ଭ କରିଥିବା ଏହି…
Read More...

ବିଏମସି ପୌର ନିର୍ବାଚନ ପାଇଁ ୪ ଜଣଙ୍କ ପ୍ରାର୍ଥୀପତ୍ର ଦାଖଲ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ଗୁରୁବାର ୪ ଜଣ ପ୍ରାର୍ଥୀ ମନୋନୟନପତ୍ର ଦାଖଲ କରିଛନ୍ତି । ବୁଧବାର ମେୟର ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ମନୋନୟନ ଫର୍ମ ନେଇଥିବା ବେଳେ ଗୁରୁବାର ଆଉ ୩ ଜଣ ଫର୍ମ ନେଇଛନ୍ତି । ଫଳରେ ଦୁଇ ଦିନରେ ମୋଟ ୮ ଜଣ ପ୍ରାର୍ଥୀ ମେୟର…
Read More...

ୟୁକ୍ରେନରେ ଫସିଥିବା ଓଡିଆ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର ପାଇଁ ଓଡିଶା ସରକାରଙ୍କସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୪ା୩(ବ୍ୟୁରୋ)ଯୁଦ୍ଧଗ୍ରସ୍ତ ୟୁକ୍ରେନ୍‌ରେ ଫସି ରହିଥିବା ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ଓଡ଼ିଶା ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ସେମାନେ କିଭଳି ସୁରକ୍ଷିତ ଭାବେ ଫେରିବେ ସେ ନେଇ ରାଜ୍ୟ ସରକାର ଗୁରୁବାର ସ୍ବତନ୍ତ୍ର ପ୍ରତିନିଧିଙ୍କୁ ଦାୟିତ୍ୱ…
Read More...

ଖୁବଶୀଘ୍ର ମେୟର ପ୍ରାର୍ଥୀଙ୍କ ନାମ ଘୋଷଣା ହେବ

ଭୁବନେଶ୍ୱର,୪।୩(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଖୁବଶୀଘ୍ର ମେୟର ପ୍ରାର୍ଥୀ ତାଲିକା ଘୋଷଣା କରିବାକୁ ଯାଉଛି ବିଜେଡ଼ି। ଭୁବନେଶ୍ୱର, ବ୍ରହ୍ମପୁର ଓ କଟକ ମହାନଗର ନିଗମ ଲାଗି ମେୟର ପ୍ରାର୍ଥୀ ଘୋଷଣା କରିବ ଦଳ । ସଭାପତି ନବୀନ ପଟ୍ଟନାୟକଙ୍କ ମୋହର ପରେ ପ୍ରାର୍ଥୀଙ୍କ ନାଁ ଦଳ ଘୋଷଣା କରିବ । ଏ…
Read More...

ରୁଷିଆର ଧମକ

ମସ୍କୋ,୨।୩: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ୭ ଦିନ ବିତିଛି। ରୁଷିଆ ସେନାର ଆକ୍ରମଣ କ୍ରମାଗତ ଭାବେ ୟୁକ୍ରେନ ଉପରେ ବଢ଼ି ଚାଲିଛି। ଏଭଳି ସ୍ଥିତିରେ ରୁଷିଆ ପୁଣିଥରେ ବୁଧବାର ସମଗ୍ର ବିଶ୍ୱକୁ ତୃତୀୟ ବିଶ୍ୱଯୁଦ୍ଧର ଧମକ ଦେଇଛି। ପଶ୍ଚିମ ଦେଶଗୁଡ଼ିକ ୟୁକ୍ରେନକୁ ସହାୟତା କରୁଥିବା ବେଳେ…
Read More...

ମହଙ୍ଗା ହେଲା ଗ୍ୟାସ

ନୂଆଦିଲ୍ଲୀ,୧।୩: ମାର୍ଚ୍ଚ ପହିଲାରୁ ମହଙ୍ଗା ହେଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର। ତେବେ ସିଲିଣ୍ଡର ମୂଲ୍ୟ ୧୦୫ ଟଙ୍କା ବୃଦ୍ଧି ପାଇଛି । ରାଜଧାନୀ ଦିଲ୍ଲୀରେ ସିଲିଣ୍ଡର ପିଛା ୧୦୫ ଟଙ୍କା ବଢ଼ିଥିବା ବେଳେ କୋଲକାତାରେ ୧୦୮ ଟଙ୍କା ବଢ଼ିଛି । ବର୍ଦ୍ଧିତ ଦର ଲାଗୁ ହେବା ପରେ ଦିଲ୍ଲୀରେ…
Read More...

ଆଜି ମହା ଶିବରାତ୍ରି

ଭୁବନେଶ୍ୱର,୧।୩(ବ୍ୟୁରୋ): ଆଜି ମହାଶିବରାତ୍ରି । ଏହି ଅବସରରେ ବାବା ଲିଙ୍ଗରାଜଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ଅନୁଷ୍ଠିତ ହେଉଛି । ରାତି ୩ଟାରୁ ମନ୍ଦିରର ମୁଖ୍ୟଦ୍ୱାର ଖୋଲିଛି। ୩.୩୦ରେ ମଙ୍ଗଳା ଆଳତି ପରେ ଆରମ୍ଭ ହୋଇଛି ଅବକାଶ ନୀତି । ୫ଟାରୁ ସାହଣ ମେଳା ଦର୍ଶନ ବା ସାଧାରଣ…
Read More...

ପୌର ନିର୍ବାଚନରେ ଜବରଦସ୍ତ ଟକ୍କର

ଭୁବନେଶ୍ୱର, ୧।୩ (ବ୍ୟୁରୋ):ରାତି ପାହିଲେ ପୌର ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ଏଥିପାଇଁ ୩ ପ୍ରମୁଖ ଦଳ ମଧ୍ୟରେ କସରତ ଆରମ୍ଭ ହୋଇଗଲାଣି। ପଞ୍ଚାୟତ ନିର୍ବାଚନରେ ଶାସକ ଦଳ ବିଜେଡିର ସଂଖ୍ୟା ଗରିଷ୍ଠତା ବିଜୟ ଭାଜପା ଓ କଂଗ୍ରେସ ଦଳ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି।…
Read More...