banner
Breaking

ଆବାସ ଘର ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି

ଭୁବନେଶ୍ୱର,୧ା୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (ପିଏମ୍‌ଏୱାଇ-ଜି) ଅଧୀନରେ ଗୃହ ମଞ୍ଜୁର କରିବା ସଂକ୍ରାନ୍ତରେ ରାଜ୍ୟ ସରକାର କେନ୍ଦ୍ରକୁ ପୁଣି ମନେପକାଇ ଦେଇଛନ୍ତି। ରାଜ୍ୟ ସରକାର ଘର ଯୋଗାଇ ଦେବାକୁ କେନ୍ଦ୍ରକୁ ବାରମ୍ବାର ଅନୁରୋଧ କରିବା ପରେ ମଧ୍ୟ କୌଣସି ଉତ୍ତର…
Read More...

ଏବେ କଡାକଡି ହେବ ଗାଡ଼ି ଚେକିଂ

ଭୁବନେଶ୍ୱର,୧ା୨(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ କରାଇବା ପାଇଁ ପରିବହନ ବିଭାଗ ପକ୍ଷରୁ ଜୋର୍‌ଦାର ପ୍ରୟାସ ଆରମ୍ଭ ହୋଇଛି। ପ୍ରତ୍ୟେକ ବର୍ଷ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା କାରଣରୁ ରାଜ୍ୟ ସରକାରଙ୍କୁ ବାରମ୍ବାର ସୁପ୍ରିମକୋର୍ଟ କମିଟି…
Read More...

ରାଜ୍ୟରେ ଆଜି ୩,୦୮୬ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ,୦୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧, ୭୯୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୨୮୯ ଜଣ ଓ ୧୮ ବର୍ଷ ମଧ୍ୟରେ ୪୫୪ ଜଣ ପଜିଟିଭ୍ ରହିଛନ୍ତି। ଆଜି ଚିହ୍ନଟ…
Read More...

ପ୍ରେମ, ପ୍ରତାରଣା ପାଇଁ ତାଲିଗଲା ଜୀବନ

ଭୁବନେଶ୍ୱର,୧।୨(ବ୍ୟୁରୋ): ପ୍ରେମିକାଙ୍କ ପ୍ରତାରଣା ଶେଷରେ ଜଣେ ମଡେଲଙ୍କ ପ୍ରାଣ ନେଇଗଲା। ସୋମବାର ଇନ୍‌ଫୋସିଟି ଥାନା ନନ୍ଦନବିହାର ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତ ମଡେଲ ହେଲେ ସୌମ୍ୟରଞ୍ଜନ ପାଣିଗ୍ରାହୀ(୩୧)। ସେ ରହୁଥିବା ଘରୁ ତାଙ୍କର ଝୁଲନ୍ତା ମୃତଦେହକୁ ପୋଲିସ…
Read More...

ପୌର ଅଧ୍ୟକ୍ଷ ସ°ରକ୍ଷଣ ତାଲିକା ପ୍ରକାଶ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପୌରସଂସ୍ଥା ଅଧ୍ୟକ୍ଷ ଆସନ ପାଇଁ ଚୂଡାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ଏ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୧୦୭ ପୌରସଂସ୍ଥା ଅଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ତାଲିକା…
Read More...

ଆସିଲା ଫେବୃଆରୀ ଗାଇଡଲାଇନ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଫେବୃୟାରୀ ମାସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି ହୋଇଛି। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଗାଇଡ୍‌ଲାଇନ୍‌ ଅନୁସାରେ, ନାଇଟ୍‌ କର୍ଫ୍ୟୁ ଅବଧି ଏବେ ରାତି ୯ଟା ପରିବର୍ତ୍ତେ ରାତି ୧୦ରୁ ପରଦିନ ସକାଳ ୫ ଯାଏ ନାଇଟ୍‌…
Read More...

ନିର୍ବାଚନ ପାଇଁ ଆସିଲା ନୂଆ ଗାଇଡଲାଇନ

ନୂଆଦିଲ୍ଲୀ,୩୧।୧: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ପ୍ରଚାର ପାଇଁ ନିର୍ବାଚନ ଆୟୋଗ ସୋମବାର ନୂତନ ଗାଇଡଲାଇନ୍‌ ଜାରି କରିଛନ୍ତି। ଏହି ଅନୁଯାୟୀ, ଫେବୃୟାରୀ ୧୧ ପର୍ଯ୍ୟନ୍ତ ରୋଡ ସୋ ଏବଂ ଗାଡି ସମାବେଶ ଉପରେ ପ୍ରତିବନ୍ଧକ ଜାରି ରହିବ। ତେବେ କରୋନା ମାମଲା ହ୍ରାସ…
Read More...

ଅଖିଳେଶଙ୍କ ସହିତ ଲଢିବେ ସତ୍ୟପାଲ

ଲକ୍ଷ୍ନୌ,୩୧।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସୋମବାର ସମାଜବାଦୀ ପାର୍ଟି ସଭାପତି ତଥା ମୈନପୁରୀ ଜିଲାର କରହଲ ବିଧାନସଭା ଆସନରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି।…
Read More...

ହାଇକୋର୍ଟରେ ବଢିବ ବିଚାରପତିଙ୍କ ସ°ଖ୍ୟା

କଟକ ,୩୧ା୧: ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବଢ଼ିବ। ଗତ ୨୯ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୪ ବରିଷ୍ଠ ଆଇନଜୀବୀଙ୍କୁ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ମିଳିବ । ବରିଷ୍ଠ ଆଇନଜୀବୀ ଭି. ନରସିଂହ,…
Read More...

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଅନୁଗୁଳ ୩୧।୧ : କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଳଚେର ବ୍ଲକର କନିଷ୍ଠ ଯନ୍ତ୍ରୀ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ୪ ଟି ଟିମ ଏକକାଳୀନ ୪ଟି ସ୍ଥାନରେ ଚଢାଉ କରିଛନ୍ତି ବୋଲି…
Read More...