banner
Breaking

ଏଥର ବାହାରେ ମିଳିବ ଟିକା

ନୂଆଦିଲ୍ଲୀ,୨୭।୧: ଡ୍ରଗ୍ସ କଣ୍ଟ୍ରୋଲର୍‌ ଜେନେରାଲ ଅଫ ଇଣ୍ଡିଆ (ଡିସିଜିଆଇ) ଆଣ୍ଟି-କୋଭିଡ -୧୯ ଟିକା କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ର ନିୟମିତ ବଜାରରେ ବିକ୍ରି କରିବାକୁ ଅନୁମତି ଦେଇଛି। ମେଡିକାଲ ଷ୍ଟୋରରେ ଏହି ଟିକା ଉପଲବ୍ଧ ହେବ ନାହିଁ ବୋଲି ସୂତ୍ରରୁ ପ୍ରକାଶ। ଡାକ୍ତରଖାନା ଏବଂ…
Read More...

୩୦ ନମ୍ବର ଜୋନରେ ବିଜେଡିର ପ୍ରଚାର ଆରମ୍ଭ

ଭୁବନେଶ୍ୱର : ଉତ୍ତର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲା ୩୦ ନମ୍ବର ଜୋନ ଜିଲ୍ଲା ପରିଷଦ ଆସନ ପାଇଁ ବିଜେଡି ପ୍ରାର୍ଥୀନୀ ବବିତା ରାଉତ ବିଧିବଧ ଭାବେ ନିଜର ସିମିତ ସମର୍ଥକଙ୍କ ସହ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି । ଆଜି ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ…
Read More...

ଶିଶୁକୁ ନୂଆ ଜୀବନ ଦେଲେ ୫ଟି ସଚିବ ନିଃସହାୟର ସାହା ହେଲା ବିଜୁ ସ୍ୱାସ୍ଥ୍ୟ କାର୍ଡ

ଭୁବନେଶ୍ୱର,୨୭ା୧- ଜୀୀବନ ମରଣର ଖେଳ ଭିତରେ ଆଶାର ଆଲୋକ ଦେବା ସହ ନିଃସହାୟର ସାହା ହୋଇଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ । ଅଣନିଶ୍ୱାସି ଏବଂ ବାତ ଜନିତ ରୋଗରେ ପିଡିତ ହୋଇ ଜୀବନ ସହିତ ସଂଗ୍ରାମ କରୁଥିବା ୨୦ ଦିନର ଶିଶୁଟିକୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ମାଧ୍ୟମରେ ଏକ ଘରୋଇ…
Read More...

ଇଶାନେଶ୍ବର ବସ୍ତିରେ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,୨୬/୧ : ନୀଳାଦ୍ରି ବିହାର ସ୍ଥିତ ଇଶାନେଶ୍ବର ବସ୍ତିରେ ପବିତ୍ର ୭୩ ତମ ସାଧାରଣତନ୍ତ୍ର ଦିବସ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଷ୍ଟେଟବ୍ୟାଙ୍କ ଏସଟି,ଏସସି ଆସୋସିଏସନର ରାଜ୍ୟ ସାଧାରଣ ସମ୍ପାଦକ ବ°ଶୀଧର ସେଠୀ ଜାତୀୟ ପତାକା ଉତ୍ତୋଳନ…
Read More...

ଏଲପିଟିମ୍ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,୨୬/୧ : ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଲେଡି ପ୍ରୋଟେକ୍ଟ ଟିମ୍ ପକ୍ଷରୁ ପବିତ୍ର ୭୩ ତମ ସାଧାରଣତନ୍ତ୍ର ଦିବସ ଚନ୍ଦ୍ରଶେଖରପୁର ହାଉସି° ବୋର୍ଡ କଲୋନୀ ଦୁର୍ଗା ପଡିଆ ଠାରେ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ଏଲପିଟିମର ସଭାପତି ରମାକାନ୍ତ ସ୍ବାଇଁଙ୍କ…
Read More...

ବଦଳି ପାରେ ଶ୍ରାଲଙ୍କା କାର୍ଯ୍ୟସୂଚୀ

ନୂଆଦିଲ୍ଲୀ,୨୬।୧: ଶ୍ରୀଲଙ୍କା କ୍ରିକେଟ ଦଳର ଆଗାମୀ ଭାରତ ଗସ୍ତ କାର୍ଯ୍ୟସୂଚୀରେ ସମ୍ଭବତଃ ପରିବର୍ତ୍ତନ ହୋଇପାରେ। ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ, ଏହି ଗସ୍ତ ଦୁଇଟି ଟେଷ୍ଟ ମ୍ୟାଚ୍‌ ସହ ଆରମ୍ଭ ହେବାର ଥିଲା। ପରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳାଯାଇଥାନ୍ତା। କିନ୍ତୁ ଏହି ଗସ୍ତ…
Read More...

ୟୁକ୍ରେନକୁ ସହାୟତା କରିବ ଆମେରିକା

ଓ୍ବାଶିଂଟନ,୨୬ା୧: ରୁଷିଆ-ୟୁକ୍ରେନ ବିବାଦ ଦିନକୁ ଦିନ ଜଟିଳ ପରିସ୍ଥିତି ଆଡ଼କୁ ମୁହାଁଉଛି। ରୁଷିଆର ମୁକାବିଲା ଲାଗି ଯୁଦ୍ଧଜାହାଜ ଓ ଲଢୁଆ ବିମାନ ପଠାଇଛି ନାଟୋ। ସେପଟେ ୟୁକ୍ରେନ ଛାଡ଼ି ନିଜ ଦେଶକୁ ଫେରିଆସିବା ଲାଗି ସମସ୍ତ କୂଟନୀତିଜ୍ଞଙ୍କୁ ନିର୍ଦ୍ଦେଶ ଦେଇଛି ଆମେରିକା। ରୁଷିଆ ଏବଂ…
Read More...

୩ କୋଟି ଠକେଇ ଅଭିଯୋଗରେ ବ୍ୟାଙ୍କ ମ୍ୟାନେଜର ଗିରଫ

ଭୁବନେଶ୍ୱର,୨୬ା୧(ବ୍ୟୁରୋ): ଜାଲ୍‌ କାଗଜପତ୍ର ଦେଇ ୩ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ବାପୁଜୀନଗରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପୂର୍ବତନ ଚିଫ୍‌ ମ୍ୟାନେଜର ବିରେନ୍ଦ୍ର ପଟ୍ଟନାୟକ ଗିରଫ ହୋଇଛନ୍ତି। ବିରେନ୍ଦ୍ରଙ୍କ ସହିତ ତାଙ୍କର ଦୁଇ ସହଯୋଗୀଙ୍କୁ ମଧ୍ୟ ଗିରଫ କରାଯାଇଥିବା…
Read More...

ବିବାହ ବନ୍ଧନରେ ବାନ୍ଧି ହେଲେ ପ୍ରଜ୍ଞାନ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଓଡ଼ିଶାର ଘରେ ଘରେ ପରିଚିତ ହାସ୍ୟ ଅଭିନେତା ପ୍ରଜ୍ଞା ରଂଜନ ଖଟୁଆ ମଙ୍ଗଳବାର ଅଭିନେତ୍ରୀ ସୁନନ୍ଦାଙ୍କ ହାତ ଧରିଛନ୍ତି। କେନ୍ଦ୍ରାପଡ଼ା ଜିଲା ରାଜକନିକାରେ ଏହି ବିବାହ ଉତ୍ସବ ସଂପନ୍ନ ହୋଇଛି। ପ୍ରଜ୍ଞା ବରଯାତ୍ରୀଙ୍କୁ ଧରି ବାଘବୁଦା ପଡ଼ିଆରେ ଥିବା ରାଜକନିକା…
Read More...

ବିରୋଧୀଙ୍କ ନିଦ ହଜେଇ ଦେଲେ ନବୀନ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ବିରୋଧୀଙ୍କ ନିଦ ହଜେଇ ଦେଲେ ନବୀନ। ଗତ କିଛିଦିନ ଧରି ନବୀନ ପଟ୍ଟନାୟକଙ୍କ ଉପରେ ସ୍ବାସ୍ଥ୍ୟଗତ ସମସ୍ୟା ନେଇ ଜୋର ଚର୍ଚ୍ଚା ହେଉଥିଲା। ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିରୋଧୀଦଳ ଏହାକୁ ମୁଦ୍ରା କରି ଲୋକଙ୍କୁ ଭୁଆଁ ବୁଲାଉ ଭୋଟ ହାତେଇବାକୁ ଚିନ୍ତା କରିଥିଲେ।…
Read More...