banner
Breaking

ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬/୧ : ଆଜି ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରଥମ ଥର ଲାଗି ଏକ ସଂଗେ ବାୟୁସେନାର ୭୫ଟି ବିମାନ ଫ୍ଲାଇ ପାଷ୍ଟ ପ୍ରଦଶନ କରି ୭୫ ବର୍ଷର ସ୍ୱାଧୀନତାର ସ୍ମୃତି ଚାରଣ…
Read More...

ବଢୁଛି କରୋନା ମୃତକଙ୍କ ସ°ଖ୍ୟା, ଆଜି ୧୦ ମୃତ୍ୟୁ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୦୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଧରଗଡ଼ ଜିଲାରୁ ୪ ଜଣ…
Read More...

ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୧ : ସାଧାରଣତନ୍ତ୍ର ଦିବସ ଅବସରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀରେ ପହଞ୍ଚିବା ସହ ଶହୀଦ୍‌ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ୨ ମିନିଟ୍‌ ନୀରବ ପ୍ରାର୍ଥନା କରିଛନ୍ତି।
Read More...

ରାଜ୍ୟରେ ଆଜି ୭୪୨୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ଆଜି ୭୪୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩୦୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୧୨୦ ଜଣ ଲୋକାଲ କେସ୍‌ ଓ ୮୬୭ ଜଣ ପିଲା ଅଛନ୍ତି। ଏନେଇ ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...

ନୀଳାଦ୍ରି ବିହାର ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,୨୬/୧(ଓଡ଼ିଆ ନ୍ୟୁଜ) ନୀଳାଦ୍ରି ବିହାର ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ପବିତ୍ର ୭୩ତମ ସାଧାରଣତନ୍ତ୍ର ଦିବସ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଙ୍ଘର ସଭାପତି ସାଧୁ ଚରଣ ସାମନ୍ତରାୟ ପତାକା ଉତ୍ତୋଳନ କରିଥିଲେ। ସମ୍ମାନୀତ ଅତିଥି ରୂପେ…
Read More...

ଅମର ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬/୧ : ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅମର ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ…
Read More...

ରାଜ୍ୟ ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆଜି ୭୩ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଭୁବନେଶ୍ୱରସ୍ଥିତ ଗାନ୍ଧିମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିଭାଦନ ଗ୍ରହଣ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ:-ଯେଉଁ ବନ୍ଧୁମାନେ ଆପଣଙ୍କ ପାଖ ମାଡୁ ନ ଥିଲେ ଆଜି ସେହିମାନେ ନିଜ ତରଫରୁ ମିଶିବାକୁ ଆଗେଇ ଆସିବେ। ସ୍ବାସ୍ଥ୍ୟରେ ଉନ୍ନତି ସଙ୍ଗକୁ ସ୍ନାୟବିକ ଦୁର୍ବଳତା କେତେକାଂଶରେ ଦୂର ହେବ। ଆତ୍ମୀୟଙ୍କ ସହ ମନୋମାଳିନ୍ୟ ଯୋଗୁ ଦ୍ୱିଜା ନକ୍ଷତ୍ରର ମନ ଉଦାସ ରହିବ। ପରିବାରରେ ସାଧାରଣ କଥାକୁ…
Read More...

ଓଡ଼ିଶାର ୬ ଜଣଙ୍କୁ ପଦ୍ମ ପୁରସ୍କାର

ଭୁବନେଶ୍ୱର,୨୫/୧(ବ୍ୟୁରୋ ): ରାଜ୍ୟ ପାଇଁ ଗର୍ବ ଓ ଗୌରବ ହାସଲ କରିଛନ୍ତି ସାହିତ୍ୟିକା ପ୍ରତିଭା ରାୟ ଏବଂ ପାରା ଆଥଲେଟ୍ ପ୍ରମୋଦ ଭଗତ । ଦୁଇ ଦୁଇଟି ଅଲିମ୍ପିକ୍ସ ପଦକ ହାସଲ କରିଥିବା ପ୍ରମୋଦଙ୍କୁ ପୂର୍ବରୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ରାଜ୍ୟରୁ…
Read More...

ରାଜଧାନୀରୁ ହଟିବ କଟକଣା

ନୂଆଦିଲ୍ଲୀ,୨୫।୧: ରାଜଧାନୀ ଦିଲ୍ଲୀରେ ଜାରି ରହିଥିବା କରୋନା କଟକଣା ଖୁବଶୀଘ୍ର ପ୍ରତ୍ୟାହାର ହେବ। ବର୍ତ୍ତମାନ ସଂକ୍ରମଣ କମିଥିବାରୁ ଦିଲ୍ଲୀ ସରକାର କଟକଣା ହଟାଇବାକୁ ଚିନ୍ତା କରୁଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଙ୍ଗଳବାର ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ବ୍ୟବସାୟୀ ସଂଗଠନ…
Read More...