banner
Breaking

ଆସନ୍ତା କାଲିଠାରୁ ବଢିବ ଶୀତ

ନୂଆଦିଲ୍ଲୀ,୨୫ ।୧: ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଓ ମଧ୍ୟ ଭାରତରେ ଶୀତର ପ୍ରକୋପ ବଢିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଆଇଏମଡିର ସୂଚନା ଅନୁଯାୟୀ, ୨୬ ଜାନୁୟାରୀ ପରେ ଶୀତ ବଢିବ ବୋଲି ଅନୁମାନ କରାଯାଇଛି । ଏହି ସମୟରେ ବର୍ଷାର ସମ୍ଭାବନା ନାହିଁ । ଆଇଏମ୍‌ଡିର ବରିଷ୍ଠ ବୈଜ୍ଞାନିକ…
Read More...

ପଞ୍ଚାୟତ ନିର୍ବାଚନରେ ହେରଫେର, କ°ଗ୍ରେସ ଆଣିଲା ବଡ ଅଭିଯୋଗ

ସୁନ୍ଦରଗଡ,୨୫।୧(ବ୍ୟୁରୋ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ଦଲକି ପଞ୍ଚାୟତରେ ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କର ୨ସ୍ତ୍ରୀ ଓ ୯ସନ୍ତାନ ଥାଇ ମଧ୍ୟ ପ୍ରାର୍ଥତ୍ପତ୍ର କାଏମ ରହିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ପ୍ରାର୍ଥତ୍ପତ୍ର ନାକଚ କରା ନ ଯିବା ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ…
Read More...

ଜାନୁୟାରୀ ୩୧ରେ ରାଷ୍ଟ୍ରପତି ପାର୍ଲାମେଣ୍ଟର ଉଭୟ ସଦନକୁ ସମ୍ବୋଧିତ କରିବେ

ନୂଆଦିଲ୍ଲୀ : ଜାନୁୟାରୀ ୩୧ରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେଉଥିବା ବେଳେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଲୋକ ସଭା ଓ ରାଜ୍ୟ ସଭା ଅଲଗା ସମୟରେ କରିବାକୁ ନିଷ୍ପତ୍ତି ହୋଇଛି। ଫେବୃୟାରୀ ୧ରେ ବଜେଟ ଉପସ୍ଥାପନ ଲାଗି ଲୋକ ସଭା ପୂର୍ବାହ୍ନ ୧୧ରେ ଆରମ୍ଭ ହେବ। ଫେବୃୟାରୀ ୨ରୁ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ:-ଆଜି ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରକୁ ଉନ୍ନତ ରହିବା ହେତୁ ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ସାଙ୍ଗକୁ ସାମାନ୍ୟ ବିଳମ୍ବରେ ହିଁ ଆଶାଜନକ ଫଳପାଇବେ। ବାଣିଜ୍ୟ, ବ୍ୟବସାୟରେ ଟେନ୍‌ସନ୍‌ ଲାଗି ରହିବ, ମାତ୍ର ଲାଭ କମିବ ନାହିଁ। ସମସ୍ୟାଗୁଡ଼ିକର ସରଳ ସମାଧାନ ହୋଇପାରିବା…
Read More...

୨୫ ରେ ରିଲିଜ ହେବ ଲାଇଗର

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ‘ଲାଇଗର’ ଆସନ୍ତା ଅଗଷ୍ଟ ୨୫ରେ ପ୍ରେକ୍ଷାଳୟରେ ରିଲିଜ୍‌ ହେବାକୁ ଯାଉଛି। ଏଥିରେ ସାଉଥ୍‌ ଅଭିନେତା ବିଜୟ ଦେବରାକୋଣ୍ଡା-ଅନନ୍ୟା ପାଣ୍ଡେଙ୍କୁ ଦର୍ଶକ ସାଙ୍ଗରେ ଦେଖିବାକୁ ପାଇବେ। ଏହି ଫିଲ୍ମକୁ ଦେଖିବାକୁ ଆଗ୍ରହର ସହ ଅପେକ୍ଷା କରିଛନ୍ତି ଦର୍ଶକ। ଫିଲ୍ମଟି…
Read More...

ପଞ୍ଚାୟତ ପରେପରେ ପୌର ନିର୍ବାଚନ, ଚାଲିଛି ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପୌର ଭୋଟ ପ୍ରକ୍ରିୟା ଆରମ୍ଭ କରାଯାଇଥିବା ଜଣାପଡ଼ିଛି। ପଞ୍ଚାୟତ ଭୋଟ୍‌ ପରେ ପରେ ପୌର ଭୋଟ ହେବାର ଯଥେଷ୍ଟ ସମ୍ଭାବନା ସୃଷ୍ଟି ହୋଇଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଚଳିତ ମାସ ଶେଷସୁଦ୍ଧା ଓ୍ବାର୍ଡ…
Read More...

ରାଜ୍ୟରେ ଆଜି ୭୨୯୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର ୨୪।୦୧ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୨୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୧୧,୯୫୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ହୋଇଥିବା…
Read More...

ପୁଣି ନାବାଳିକାକୁ ବଳତ୍କାର

ପୁରୀ ,୨୪ା୧: ପୁରୀ ଟାଉନ ଥାନା ଅଞ୍ଚଳରେ ରବିବାର ଜଣେ ଶିଶୁକନ୍ୟା(୫)ଙ୍କୁ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ସହରରେ ଆଲୋଡ଼ନ ସୃଷ୍ଟି କରିଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।…
Read More...

ଯୁକ୍ତ ୨ ଅଫଲାଇନ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର,୨୪।୧(ବ୍ୟୁରୋ): କରୋନା ପାଇଁ ଗତବର୍ଷ ବିନା ପରୀକ୍ଷାରେ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। କିନ୍ତୁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ନ ହେଲେ ବିକଳ୍ପ ପଦ୍ଧତିରେ ଫଳ ପ୍ରକାଶ ପାଇଁ ବ୍ୟବସ୍ଥା କରାଯାଇଛି। ହେଲେ ଯୁକ୍ତ୨ ପାଇଁ ସେଭଳି କୌଣସି ବିକଳ୍ପ ବ୍ୟବସ୍ଥା ହୋଇ…
Read More...

ଆହୁରି ଦୁଇଦିନ ବର୍ଷା

ଭୁବନେଶ୍ୱର, ୨୪ା୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଦୁଇଦିନ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ରାୟଗଡ଼ା, କୋରାପୁଟ,…
Read More...