banner
Breaking

ଆଜି ପ୍ରାର୍ଥୀପତ୍ର ଜାଞ୍ଚ ହେବ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ସରିଯାଇଛି। ନାମାଙ୍କନ ଦାଖଲ ପରେ ଶନିବାର ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଆସନ୍ତାକାଲିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସୁଯୋଗ ରହିଛି । ସେହିଦିନ ହିଁ ଚୂଡାନ୍ତ…
Read More...

ରାଜ୍ୟରେ ଆଜି ୮,୮୪୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ କମିଛି। ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୮,୮୪୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୯୨୭ ଜଣ ପିଲା ଅଛନ୍ତି। କ୍ୱାରାଣ୍ଟାଇନ୍‌ରୁ ୫,୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୭୧୭ ଲୋକାଲ କେସ ରହିଛି। ଏ ନେଇ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ:-ତର୍କବିତର୍କ କାରଣରୁ ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। କିନ୍ତୁ ବନ୍ଧୁଙ୍କ କାମରେ ଠିକ୍‌ ପରାମର୍ଶ ଦେଇ ଅନ୍ୟମାନଙ୍କ ପ୍ରଶଂସାର ପାତ୍ର ହେବେ। ବାଧ୍ୟବାଧକତାରେ ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବନ୍ଧୁଙ୍କ…
Read More...

ଦ୍ବିତୀୟ ମ୍ୟାଚ ହାରିଲା ଭାରତ

ପାର୍ଲ,୨୧/୧ : ଦ୍ବିତୀୟ ଦିନିକିଆରେ ଦକ୍ଷିଣ ଆଫ୍ରିକାଠାରୁ ୭ ୱିକେଟରେ ହାରିଲା ଭାରତ। ୩ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତକୁ ହରାଇ ଦକ୍ଷିଣ ଆଫ୍ରିକା ୨-୦ରେ ସିରିଜ ଆଗୁଆ ରହିଛି। ଭାରତ ପକ୍ଷରୁ ବିଜୟ ପାଇଁ ୨୮୮ ରନ ରଖାଯାଇଥିବାବେଳେ ଦକ୍ଷିଣ ଆଫ୍ରିକା ୪୮.୧ ଓଭରରେ ମାତ୍ର ୩ ଓ୍ବିକେଟ ହରାଇ…
Read More...

ଲକ୍ଷଣ ପ୍ରକାଶ ପାଇଲେ ପରୀକ୍ଷା କରନ୍ତୁ।

ଭୁବନେଶ୍ୱର : ରାଜ୍ୟରେ କୋଭିଡ ସଂକ୍ରମଣ ତଳମୁହାଁ ହୋଇଛି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଗାଇଡ ଲାଇନ ଅନୁସାରେ ଟେଷ୍ଟିଂ ଚାଲିଛି । ଆକ୍ଟିଭ କେସରେ ଓଡିଶା ଅଷ୍ଟମ ସ୍ଥାନରେ ରହିଛି । ସର୍ଭେଲାନ୍ସ ଟେଷ୍ଟିଂ ମଧ୍ୟ ରାଜ୍ୟରେ ଭଲ ଅଛି ।…
Read More...

ଟିକାକରଣରେ ବିଏମସିର ରେକର୍ଡ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟିକାକରଣରେ ରେକର୍ଡ କରିଛି। ୨୦ ତାରିଖ ସୁଦ୍ଧା ମୋଟ ୨୯ ଲକ୍ଷ ୦୨ ହଜାର ୩୦୯ ଡୋଜ ଟିକା ଦିଆଯାଇଛି । ସେଥି ମଧ୍ୟରୁ ୧୫ ଲକ୍ଷ ୦୮ ହଜାର ୮୮୪ ପ୍ରଥମ ଡୋଜ ନେଇଥିବା ବେଳେ, ୧୩ ଲକ୍ଷ ୫୬ ହଜାର ୪୬୫ ଜଣଙ୍କୁ ଦ୍ୱିତୀୟ ଡୋଜ…
Read More...

ବାପାଙ୍କ ସମ୍ପତ୍ତିରେ ରହିବ ଝିଅଙ୍କ ଅଧିକାର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧/୧ : ବାପାଙ୍କ ସମ୍ପତ୍ତିରେ ରହିଛି ଝିଅଙ୍କ ଅଧିକାର । ଏପରି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । କୋର୍ଟଙ୍କ କହିବା ଅନୁଯାୟୀ, ଜଣେ ବାପାଙ୍କର (ହିନ୍ଦୁ) ଯଦି ମୃତ୍ୟୁ ହୋଇଯାଲ ତେବେ ତାଙ୍କ ଝିଅ ମାନେ ତାଙ୍କ ଅର୍ଜିତ ସମ୍ପତ୍ତି ଭୋଗ କରିପାରିବେ ।…
Read More...

ପଞ୍ଚାୟତ ନିର୍ବାଚନ ଉପରେ ବିଧାୟକଙ୍କ ଭାଗ୍ୟ ନିର୍ଭର କରିବ

ଖୋର୍ଦ୍ଧା ,୨୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗାଁଠୁ ସହର ସବୁଠି ରାଜନୀତି ସରଗରମ ରହିଛି। ନିର୍ବାଚନୀ ବୈତରଣୀ ପାର ହେବା ଲାଗି ତିନି ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଏବଂ ଭାଜପା ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏଥର ପ୍ରାର୍ଥୀଙ୍କ ଅପେକ୍ଷା ହେଭିୱେଟ ନେତା ଓ ବିଧାୟକଙ୍କ…
Read More...

ଆଜି କମିଲା କରୋନା ଆକ୍ରାନ୍ତଙ୍କ ସ°ଖ୍ୟା

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଆଜି ରାଜ୍ୟରୁ ୯୮୩୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୮୭,୨୯୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫,୬୯୯…
Read More...

କୁହୁଡି ପାଇଁ ଓହ୍ଲାଇ ପାରିଲାନାହିଁ ବିମାନ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜଧାନୀରେ ଘନ କୁହୁଡି ଯୋଗୁ ବିମାନ ସେବା ବ୍ୟାହତ ହୋଇଛି। ଫଳରେ ନୂଆଦିଲ୍ଲୀରୁ ଆସୁଥିବା ବିମାନ ଭୁବନେଶ୍ୱର ବିମାନ ବନ୍ଦରରେ ଓହ୍ଲାଇ ପାରିଲାନି । ଇଣ୍ଡିଗୋ- ୨୧୭୮ ବିମାନକୁ ରାୟପୁରକୁ କର୍ତ୍ତୃପକ୍ଷ ଡାଇଭର୍ଟ କରିଛନ୍ତି। ଭୁବନେଶରରେ ଆଜି ସକାଳୁ ଘନ କୁହୁଡି…
Read More...