banner
Breaking

ପାଠପଢା ପାଇଁ ବାଧକ ସାଜିଛି ଟେଲିଫୋନ ପ୍ୟାକ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ତୃତୀୟ ଲହର ଆଶଙ୍କା ସୃଷ୍ଟି ହୋଇଛି। ରାଜ୍ୟରେ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ କରାଯାଇଛି। ଅଫ୍‌ଲାଇନ କ୍ଲାସ୍‌ ବଦଳରେ ଅନ୍‌ଲାଇନ କ୍ଲାସ୍‌ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ…
Read More...

ଆରମ୍ଭ ହେଲା କରୋନା ବୁଷ୍ଟର ଡୋଜ୍ ଟିକା

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ କରୋନା ସ୍ଥିତି ଧୀରେ ଧୀରେ ବିଗିଡ଼ିବାରେ ଲାଗିଛି। ସରକାର ଟିକାକରଣ ସମେତ ଟ୍ରାକିଂ, ଟ୍ରେସିଂ ଓ ଟେଷ୍ଟିଂକୁ ଗୁରୁତ୍ୱ ଦେଉଥିଲେ ମଧ୍ୟ ସଂକ୍ରମଣ ରୋକିବାର ନାଁ ଧରୁନି। ଏପରିକି ଡବଲ୍‌ ଡୋଜ୍‌ ଟିକା ନେବା ପରେ ବି ଲୋକେ କରୋନାରେ…
Read More...

ଏମ୍‌କେସିଏ କ୍ୟାରମ୍‌: ଗୌତମ ଏକକ, ଦାଦୁ-ବାପି ଯୁଗଳ ବିଜେତା

ଭୁବନେଶ୍ବର, ୯ା୧: ମା' କାଳିଆଶନୀ କ୍ୟାରମ୍ ସଂଘ (ଏମ୍‌କେସିଏ) ଆନୁକୂଲ୍ୟରେ ଆୟୋଜିତ ଏମ୍‌କେସିଏ ନିଖିଳ ଓଡ଼ିଶା କ୍ୟାରମ୍ ପ୍ରତିଯୋଗିତା ରବିବାର ଉଦଯାପିତ ହୋଇଛି। ଏହି ତିନି ଦିନିଆ ପ୍ରତିଯୋଗିତାର ଏକକବର୍ଗରେ କଣାସର ଗୌତମପ୍ରସାଦ ଭୋଳ ବିଜେତା ହୋଇଥିଲା ବେଳେ ଗଙ୍ଗା ଯମୁନା ପୁରୁଣା…
Read More...

ଶିକ୍ଷା ପାଇଁ ନିଳିମା ବନ୍ଦୋପାଧ୍ୟୟଙ୍କୁ ଜାତୀୟ ସ୍ତରରେ ଦୁଇ ସମ୍ମାନ

ଭୁବନେଶ୍ୱର,୯/୧(ଓଡ଼ିଆ ନ୍ୟୁଜ): ଆଜିର ସାମ୍ବାଦିକ ସମ୍ମିଳନୀରେ ୱାରଣ୍ଡଲ୍ୟାଣ୍ଡ ଏଜୁକେଶନାଲ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷା ଶ୍ରୀମତୀ ନିଳିମା ବନ୍ଦୋପଧ୍ୟାୟ ନିଜର ୨୦ବର୍ଷ ତଳର ସଂଘର୍ଷକୁ ପ୍ରକାଶ କରିଛନ୍ତି । ଶ୍ରୀମତୀ ବନ୍ଦୋପଧାୟ ୨୦ ବର୍ଷରୁ ଉର୍ଦ୍ଧ୍ବ ଓଡ଼ିଶାର ବିଭିନ୍ନ ସ୍ଥାନରେ…
Read More...

କରୋନା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୯।୧ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିବାରେ ଲାଗିଛି। ଏହା ସହିତ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା କରିଛନ୍ତିି। ପ୍ରଧାନମନ୍ତ୍ରୀ ରବିବାର…
Read More...

୧୧ ରୁ ଘଡଘଡି ସହିତ ବର୍ଷା

ଭୁବନେଶ୍ୱର,୯।୧(ବ୍ୟୁରୋ): ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ଗୁରୁଚାପ ବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ। ଅନ୍ୟପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ…
Read More...

ଭୁବନେଶ୍ୱରରେ ପୁଣି ୭ ଟି କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା

ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବଢ଼ୁଛି କରୋନା ସଂକ୍ରମଣ। ଏଥିସହ ତାଳ ଦେଇ ବଢ଼ି ଚାଲିଛି କଣ୍ଟେନମେଣ୍ଟ ଜୋନ୍‌ । ବିଏମ୍‌ସିର ଦକ୍ଷିଣ-ପୂର୍ବ ଜୋନରେ ରବିବାର ଆଉ ୭ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଏକାଧିକ ପଜିଟିଭ୍‌ ଚିହ୍ନଟ ପରେ ବିଏମ୍‌ସି ପକ୍ଷରୁ ଏଭଳି…
Read More...

ଭୁବନେଶ୍ୱରରେ ବଢିଲା କୋଭିଡ ହସ୍ପିଟାଲ ସିଟ୍

ଭୁବନେଶ୍ୱର, ୯।୧(ବ୍ୟୁରୋ): ଭୁବନେଶ୍ୱରରେ କୋଭିଡ ହସ୍ପିଟାଲ ଓ ଶଯ୍ୟା ସଂଖ୍ୟା ବୃଦ୍ଧି ପାଇଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ପୂର୍ବରୁ ସମ୍‌ ଓ ଆଦିତ୍ୟ-ଅଶ୍ୱିନୀ ହସ୍ପିଟାଲକୁ ଏ ନେଇ ଅନୁମତି ମିଳିଥିବା…
Read More...

କ°ଗ୍ରେସ ଭବନରେ ବୋମା ମାଡ

ଭୁବନେଶ୍ୱର,୯ା୧(ବ୍ୟୁରୋ): ଗୋଷ୍ଠୀ କନ୍ଦଳକୁ ନେଇ ଶନିବାର ବିଳମ୍ବିତ ରାତିରେ କଂଗ୍ରେସ ଭବନରେ ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ସନ୍ଧ୍ୟାରେ ଦୁର୍ଗା ମାଧବ ମହଲା ନାମକ ଜଣେ ଯୁବକକୁ କଂଗ୍ରେସ ଭବନ ସାମ୍ନାରେ ଆକ୍ରମଣ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି…
Read More...

ରେଳ ଟିକେଟ ମୂଲ୍ୟ ବଢିବ

ନୂଆଦିଲ୍ଲୀ,୯ା୧: ରେଲଓ୍ବେ ବୋର୍ଡ ଷ୍ଟେଶନ ଡେଭେଲପମେଣ୍ଟ ଫି (ଏସ୍‌ଡିଏଫ୍‌)କୁ ଅନୁମୋଦନ କରିଛି। ଏହା ଅନୁଯାୟୀ, ରେଳ ଷ୍ଟେଶନ ପୁନଃ ନିର୍ମାଣ ଯୋଜନାରେ ବିକଶିତ ହୋଇଥିବା କିମ୍ବା ହେବାକୁ ଥିବା ଷ୍ଟେଶନର ଯାତ୍ରୀଙ୍କୁ ଆଗାମୀ ଦିନରେ ଅଧିକ ଭଡ଼ା ଦେବାକୁ ପଡ଼ିବ। ବିଭିନ୍ନ ବର୍ଗର ଟ୍ରେନ୍‌…
Read More...