banner
Breaking

ପାର୍ଲାମେଣ୍ଟରୁ ବହାରିଲେ ୪୦୦ ପଜିଟିଭ

ନୂଆଦିଲ୍ଲୀ,୯ ।୧: ରାଜଧାନୀ ଦିଲ୍ଲୀରେ ତାଣ୍ଡବ ରଚିଛି କରୋନା । ଏହି ସଂକ୍ରମଣ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ପହଞ୍ଚିସାରିଲାଣି । ଜାନୁୟାରୀ ୬ ଓ ୭ରେ ପାର୍ଲାମେଣ୍ଟରେ କାମ କରୁଥିବା କର୍ମଚାରୀ, ସୁରକ୍ଷାକର୍ମୀଙ୍କ କରୋନା ଟେଷ୍ଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୪୦୦ରୁ ଅଧିକଙ୍କ ରିପୋର୍ଟ…
Read More...

ବ୍ଲୁଇସ ଆପକୁ ଜାତୀୟ ଇ-ଗଭର୍ଣ୍ଣାସ୍ ସ୍ବର୍ଣ୍ଣ ପୁରସ୍କାର

ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୨୦ ଜୁଲାଇରେ ଲୋକାର୍ପଣ ହୋଇଥିବା ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍‌ ଇଣ୍ଟେଲିଜେନ୍ସ ସିଷ୍ଟମ୍‌ (ବ୍ଲୁଇସ୍‌) ଜାତୀୟ ଇ-ଗଭର୍ନାନ୍ସ ସ୍ବର୍ଣ୍ଣ ପୁରସ୍କାର ହାତେଇଛି। ଶୁକ୍ରବାର ହାଇଦ୍ରାବାଦରେ ଅନୁଷ୍ଠିତ ୨୪ତମ ଜାତୀୟ…
Read More...

ସରିଲା ଦଶମ ପରୀକ୍ଷା, ଆଜି ପ୍ରାଟିକାଲ ଓ ମଧ୍ୟମା ପରୀକ୍ଷା

କଟକ , ୮ା୧: ଦଶମ ସମେଟିଭ ଥିଓରି ପରୀକ୍ଷା ଶୁକ୍ରବାର ଶେଷ ହୋଇଛି। ରାଜ୍ୟର ୩୦୯୩ କେନ୍ଦ୍ରରେ ୩ ଦିନ ଧରି ଏହି ପରୀକ୍ଷା ହୋଇଥିଲା। ମୋଟ୍‌ ୫ ଲକ୍ଷ ୭୬ ହଜାର ୨୨୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ। ଶନିବାର ପ୍ରାକ୍ଟିକାଲ ଏବଂ ମଧ୍ୟମା ପରୀକ୍ଷା ଅନୁଷ୍ଠିତ ହେବ।…
Read More...

ଘର ମରାମତି ଟଙ୍କାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୭।୧(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଘର ମରାମତି ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପକ୍କାଘର ପାଇଥିବା ହିତାଧିକାରୀଙ୍କୁ ୩ ହଜାର ଟଙ୍କା ଏବଂ ଘର ପାଇ ନ ଥିବା ହିତାଧିକାରୀଙ୍କୁ ୫ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ…
Read More...

ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ସ°ରକ୍ଷଣ ତାଲିକା

ଭୁବନେଶ୍ୱର,୭।୧(ବ୍ୟୁରୋ)- ପୌର ନିର୍ବାଚନ ପାଇଁ ଓ୍ବାର୍ଡ ପୁନର୍ଗଗଠନ ଓ ଆସନ ସଂରକ୍ଷଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମର ୬୭, କଟକର ୫୯ ଏବଂ ବ୍ରହ୍ମପୁର ମହନଗର ନିଗମର ୪୨ଟି ଓ୍ବାର୍ଡର ସୀମା ନିର୍ଦ୍ଧାରଣ ଓ ୫୦ % ଆସନ…
Read More...

ଆଜିଠାରୁ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ କାର୍ଯ୍ୟାଳୟ

ଭୁବନେଶ୍ୱର,୭/୧(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ବୁଧବାରର ନୂଆ ନିର୍ଦେଶନାମା ଜାରି ପରେ ଶୁକ୍ରବାରଠାରୁ ୩୧ ଜାନୁଆରୀ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ଓ ଅଧସ୍ତନ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…
Read More...

ଶାଶୁ ଘରକୁ ପ୍ରବେଶ କଲେ ତପସ୍ବିନୀ

ବ୍ରହ୍ମପୁର ,୬ା୧: ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦର ଅନ୍ତ ଘଟିଛି। ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତପସ୍ବିନୀ ଗୁରୁବାର ରାତିରେ ଶାଶୁଘରେ ପ୍ରବେଶ କରିଛନ୍ତି । ତପସ୍ବିନୀ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁଘରେ ରହିବେ ଓ ଡା. ସୁମିତ ତାଙ୍କ ଭରଣପୋଷଣ…
Read More...

ପାର୍ଥୀଙ୍କ ଖର୍ଚ୍ଚ ସୀମା ବୃଦ୍ଧି

ନୂଆଦିଲ୍ଲୀ,୬।୧: ଲୋକ ସଭା ଓ ବିଧାନସଭା ନର୍ବାଚନ ଲାଗି ପ୍ରାର୍ଥୀମାନଙ୍କ ଖର୍ଚ୍ଚ ସୀମାକୁ ବୃଦ୍ଧି କରାଯାଇଛି। ଲୋକ ସଭା ପ୍ରାର୍ଥୀଙ୍କ ଲାଗି ସର୍ବୋଚ୍ଚ ଖର୍ଚ୍ଚ ସୀମା ୭୦ ଲକ୍ଷ ଟଙ୍କା ଥିବାବେଳେ ଏହା ୯୫ ଲକ୍ଷକୁ ବୃଦ୍ଧି ହୋଇଛି। ସେହିପରି ବିଧାନସଭା ପ୍ରାର୍ଥୀଙ୍କ ସର୍ବୋଚ୍ଚ ଖର୍ଚ୍ଚସୀମା…
Read More...

ରାଜଧାନୀରେ ୯ ଟି ସ୍ଥାନ କଣ୍ଟେନମେଣ୍ଟ ଘୋଷଣା

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଲାଣି। ସହରର ଏକାଧିକ ସ୍ଥାନରେ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଫଳରେ ସଂକ୍ରମଣକୁ ରୋକିବା ପାଇଁ ବିଏମ୍‌ସି ପକ୍ଷରୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଉଛି। ଗୁରୁବାର ସହରର ୯ଟି ସ୍ଥାନକୁ…
Read More...

ଦ୍ବିତୀୟ ଟେଷ୍ଟ ହାରିଲା ଭାରତ

ଜୋହାନ୍ସବର୍ଗ,୬।୧: ଯଶ୍ରପୀତ ବୁମରା, ମହମ୍ମଦ ଶାମି ଓ ରବିଚନ୍ଦ୍ରନ ଅଶ୍ୱିନଙ୍କ ଭଳି ତାରାକା ଖଚ୍ଚିତ ବୋଲରଙ୍କ ଉପସ୍ଥିତି ଭାରତକୁ ନ୍ୟୁ ଇୟର ଟେଷ୍ଟରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଅଧିନାୟକ ଡିନ ଏଲଗାରଙ୍କ ଅପରାଜିତ ୯୬ ରନ୍‌ର ପାଳି ଯୋଗୁ ଦକ୍ଷିଣ ଆଫ୍ରିକା ୭ ଉଇକେଟରେ ଦ୍ୱିତୀୟ…
Read More...