banner
Breaking

ଚାକିରୀଆଙ୍କ ପାଇଁ ଟିପ ଛୁଇଁବା ବନ୍ଦ

ଭୁବନେଶ୍ୱର,୪/୧:-କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହାର ସମସ୍ତ କର୍ମଚାରୀଙ୍କ ପାଇଁ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବାୟୋମେଟ୍ରିକ୍‌ ଉପସ୍ଥାନ ସ୍ଥଗିତ ରଖିଛନ୍ତି। ତେବେ ସମସ୍ତ କର୍ମଚାରୀ ଉପସ୍ଥାନ ଖାତାରେ ସେମାନଙ୍କ ଉପସ୍ଥାନ ପକାଇବାକୁ କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ…
Read More...

କେଜରିଓ୍ବାଲ କରୋନା ପଜିଟିଭ

ନୂଆଦିଲ୍ଲୀ,୪ ।୨: ରାଜଧାନୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଛି । ମିଳିଥିବା ସୂଚନା ଅନୁଯାୟୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କରୋନାରେ ସଂକ୍ରମିତ ହୋଇଛନ୍ତି । ଟୁଇଟ୍‌୍ କରି ସେ ନିଜେ ଏହି ସୂଚନା ଦେଇଛନ୍ତି । ତାଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଦେବାରୁ…
Read More...

ମହାରାଷ୍ଟ୍ରରେ ଦ୍ରୁତ ଗତିରେ ବଢୁଛି କରୋନା

ମୁମ୍ବାଇ,୪ ।୧: ମହାରାଷ୍ଟ୍ରରେ ସୋମବାର ୧୨,୧୬୦ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି । ୨୪ ଘଣ୍ଟାରେ ୧୧ ଜଣଙ୍କ ମୃତ୍ୟୁ ବି ହୋଇଛି । ସଂକ୍ରମିତଙ୍କ ମଧ୍ୟରୁ ୮୦୮୨ଜଣ କେବଳ ମୁମ୍ବାଇରୁ ବୋଲିି ଜଣାପଡିଥିବା ବେଳେ ଏମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଛି ।…
Read More...

ଭାରତର ପ୍ରଥମ ଇନି°ସ ୨୦୨ ରେ ସୀମିତ

ଜୋହାନସବର୍ଗ,୪/୧(ବ୍ୟୁରୋ) : ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏଠାରେ ଆରମ୍ଭ ହୋଇଥିବା ଦ୍ବିତୀୟ ଟେଷ୍ଟ ମ୍ୟାଚରେ ଭାରତ ଦୁର୍ବଳ ବ୍ୟାଟିଂ ପ୍ରଦର୍ଶନ କରିଛି। ପ୍ରଥମ ମ୍ୟାଚ ଭଳି ଦ୍ବିତୀୟ ଟେଷ୍ଟରେ ବି ତାରକା ଖଚ୍ଚିତ ଭାରତୀୟ ମଧ୍ୟକ୍ରମ ବ୍ୟାଟ୍‌ସମ୍ୟାନ ମାନେ ବିଫଳ ହୋଇଥିଲେ। ଜୋହାନସବର୍ଗର…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ:-ପ୍ରତ୍ୟେକ ଦିଗରୁ ଭଲ ରହିଲେ ମଧ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ବିଚଳିତ କରିବ। ପାରିବାରିକ ସମସ୍ୟା ସମାଧାନ କରି ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, ବ୍ୟବସାୟ, ପରିବହନରେ ସଫଳତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅଫିସରେ ଜଣେ ଅଧସ୍ତନ କର୍ମଚାରୀ ପ୍ରତିବାଦର ସ୍ବର…
Read More...

ଚିଲିକାରେ ଆଜିଠାରୁ ପକ୍ଷୀ ଗଣନା

ଖୋର୍ଦ୍ଧା,୩।୧: ଚିଲିକାର ଅତିଥି ସାଜିଥିବା ଦେଶୀ-ବିଦେଶୀ ପକ୍ଷୀଙ୍କ ଗଣନା କରାଯିବ । ମଙ୍ଗଳବାର ସକାଳ ୬ଟାରୁ ୧୧ଟା ସମୟ ପର୍ଯ୍ୟନ୍ତ ଏହି ପକ୍ଷୀ ଗଣନା କରାଯିବ । ସେନେଇ ସୋମବାର ଗଣନାକାରୀମାନଙ୍କୁ ଟ୍ରେନିଂ ଦିଆଯାଇଛି । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ବାଲୁଗାଁ-ଚନ୍ଦ୍ରାପୁଟ ସ୍ଥିତ…
Read More...

କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକମାନଙ୍କ…
Read More...

ଏମ୍‌ସ ଭୁବନେଶ୍ୱରରେ ୧୫-୧୮ ବର୍ଷ ବୟସର ପିଲାମାନଙ୍କ ପାଇଁ ଟିକାକରଣ ଆରମ୍ଭ

ଭୁବନେଶ୍ୱର, ୩/୧(ବ୍ୟୁରୋ): ଯୁବଗୋଷ୍ଠୀଙ୍କୁ କରୋନା ମହାମାରୀ କବଳରୁ  ସୁରକ୍ଷିତ ରଖିବା ନିମନ୍ତେ ଆଜିଠାରୁ ଏମ୍‌ସ ଭୁବନେଶ୍ୱରରେ ୧୫-୧୮ ବର୍ଷ ବୟସର କିଶୋର/କିଶୋରୀମାନଙ୍କ ନିମନ୍ତେ  ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ଏମ୍‌ସ ଭୁବନେଶ୍ୱରରେ ପରିସରରେ ଆଜି ସକାଳ ୮ରୁ ଟିକାକରଣ ଅଧିବେଶନ…
Read More...

ପୌର ନିର୍ବାଚନ ପାଇଁ ଆସିଲା ନିୟମ, ଓବିସି ସ°ରକ୍ଷଣ ରହିବ ନାହିଁ

ଭୁବନେଶ୍ୱର,୩ା୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଓ୍ବାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସବୁ ମ୍ୟୁନିସିପାଲ କମିଶନର ଓ ଜିଲାପାଳଙ୍କୁ ଚିଠି ଲେଖି ପୌର ନିର୍ଦ୍ଦେଶକ କହିଛନ୍ତି। ୨୦୧୧ ଜନଗଣନା ଅନୁଯାୟୀ, ୫ ମହାନଗର ନିଗମ ଓ ୧୦୭…
Read More...

ଜଗନ୍ନାଥଙ୍କୁ ଦର୍ଶନ କଲେ ପୋଲିସ ମହାନିର୍ଦ୍ଦେଶକ

ଭୁବନେଶ୍ୱର,୩।୧(ବ୍ୟୁରୋ): ପୋଲିସ ମହା ନିର୍ଦ୍ଦେଶକ ସୁନୀଲ ବଂଶଲ ତାଙ୍କ ସ୍ତ୍ରୀଙ୍କ ସହ ସୋମବାର ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଦର୍ଶନ କରି ବହୁତ ଖୁସି ଥିବା ସେ କହିଛନ୍ତି। ଇଚ୍ଛା ଥିଲା ଜଗନ୍ନାଥଙ୍କ ଦର୍ଶନ କରିବାକୁ, ଆଜି ପୂରା ହେଲା। ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି କାମନା କଲି ବୋଲି…
Read More...